ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ

କଟକ ଅଫିସ,୨୪।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ରବିବାର ରାତି ପ୍ରାୟ ୯ଟାରେ ତାଙ୍କ କଟକସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ସାହିତି୍ୟକା ବୀଣାପାଣି ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ସମ୍ମାନରେ ସମ୍ମାନିତ ହୋଇଥିଲେ। ତାଙ୍କ ରଚିତ ପୁସ୍ତକ ପାଟଦେଈ, କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ ପାଇଁ ସେ ଖ୍ୟାତି ଅର୍ଜନ କରିଥିଲେ। ବୀଣାପାଣିଙ୍କ ବିୟୋଗରେ ସାହିତି୍ୟକ ଏବଂ ବୁଦ୍ଧିଜୀବୀ ମହଲରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?