ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା:  ଜାଣନ୍ତୁ କେବେଠାରୁ କରାଯିବ ପ୍ରଦାନ

ଭୁବନେଶ୍ବର,୧୩।୩: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଫକ୍ଷରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ୟ୍ୟ ଦ୍ୱାରା ଓ ଗୌରବ ବୃଦ୍ଧି କରିଛନ୍ତି।
ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri