ରାତିରେ ଖାଇପିଇ ଶୋଇଥିଲେ ପଦ୍ମଲୋଚନ, କାମୁଡ଼ିଦେଲା ରଣାସାପ: ଆଉ ତା’ପରେ ଘଟିଲା…

ଖଇରା,୯।୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧିନ ଚାନ୍ଦଗୋଛି ଗ୍ରାମର ପଦ୍ମଲୋଚନ ପତି(୮୭) ଘରେ ଶୋଇଥିବାବେଳେ ସାପ କାମୁଡାରେ ପ୍ରାଣ ହରାଇଛନ୍ତି । ବୁଧବାର ରାତିରେ ଘରେ ଖାଇପିଇ ଶୋଇଥିବାବେଳେ ଏକ ରଣାସାପ ଦଂଶନ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଖଇରା ଓ ପରେ ଭଦ୍ରକ ମେଡିକାଲ ନିଆଯାଇଥିଲେ ହେଁ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଉକ୍ତ ପରିବାରକୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?