୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ପୁରୋହିତ ଜ୍ୟୋତିରାଜ ଦାସ ରବି କୁମାର ଶର୍ମାଙ୍କ ଉପସ୍ଥିତିରେ କର୍ତ୍ତା ଭାବେ ଏମ. ନାଗେଶ୍ୱର ପୂଜାର୍ଚ୍ଚନା କରିଥିଲେ। ବି. ତ୍ରିନାଥ ରେଡ୍ଡୀ, ସମୀର ରେଡ୍ଡୀ, ସନ୍ତୋଷ ରେଡ୍ଡୀ, ନାରାୟଣ ନାୟକ, ସରୋଜ ପାତ୍ର, ଶଙ୍କର ସୁବୁଦ୍ଧି, ମହେଶ୍ୱର ବେହେରା, ଚିନ୍ତାମଣି ଡାକୁଆଙ୍କ ସମେତ ପଦ୍ମନାଭପୁର ଓ ଆଖପାଖ ଗ୍ରାମର ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଉପସ୍ଥିତ ଥିଲେ। ଆସନ୍ତା ୨୩ ରୁ ୨୬ ଯାଏ ୪ ଦିନବ୍ୟାପୀ ଏହି ମହୋତ୍ସବ ଆୟୋଜନ କରାଯିବା ପାଇଁ ସ୍ଥିରୀକୃତ କରାଯାଇଛି। ଏଥି ଉପଲକ୍ଷେ ଆୟୋଜିତ ହେବାକୁ ଥିବା ମହାଯଜ୍ଞରେ ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ସାଧୁ,ସନ୍ଥ ଓ ପଣ୍ଡିତ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ

ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲାକୁ  ହାଇକୋର୍ଟ ଖାରଜ କରିଛନ୍ତି । ଅନ୍ୟପକ୍ଷେ, ୩…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri