ବିଜେଡି ଦଖଲରେ ପଦ୍ମପୁର ‘କ’ ଜିଲାପରିଷଦ ଜୋନ

ପଦ୍ମପୁର, ୨୭।୨(ଡି.ଏନ୍‌.ଏ.): ରାୟଗଡା ଜିଲା ପଦ୍ମପୁର ବ୍ଲକର ‘କ’ ଜୋନ୍‌ରେ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଡର୍‌ଗିନ୍‌ ଶବର ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ସବିତା ଗମାଙ୍ଗଙ୍କୁ ୧୪୮୬ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ପଦ୍ମପୁର ‘କ’ ଜୋନ୍‌ ପଦ୍ମପୁର, ଗୁଡ଼ିଆବନ୍ଧ ଖମାପଦର,ଖିଲାପଦର, ନାଇରା ଓ ଡେରିଗା କୁ ନେଇ ଗଠିତ। ଜିଲା ପରିଷଦ ଆସନ ପାଇଁ ସର୍ବମୋଟ ୧୩, ୪୯୩ ଜଣ ଭୋଟ ଦେଇଥିଲେ। ସେଥିରୁ ବିଜେଡିର ଡ଼ରଗିନ ଶବର ୫୬୧୮ଭୋଟ ପାଇଚନ୍ତି। ସେହିଭଳି କଂଗ୍ରସରୁ ସବିତା ଗମାଙ୍ଗ ୪୧୩୨ ଭୋଟ ଓ ଭାଜପାରୁ ରେଣୁକା ଗମାଙ୍ଗ ୩୦୭୯ ଖଣ୍ଡ ଭୋଟ ପାଇଛନ୍ତି। ସେହିଭଳି ସମିତି ସଭ୍ୟ ପ୍ରାର୍ଥୀ ରମେଶ ସାହୁ ବିଜୟୀ ହୋଇଛନ୍ତି। ପଦ୍ମପୁର ପଞ୍ଚାୟତରୁ ପ୍ରକାଶ କଣ୍ଡାଗିରି, ଡେରିଗାଁରୁ ମାଗୁଣି ଶବର, ନାଇରାରୁ ତୁଳସୀ ଶବର ସରପଞ୍ଚ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?