୧୨ ଘଣ୍ଟିଆ ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୧୫ା୧(ପ୍ରଦୀପ୍ତ ଦାଶ ): ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକତ୍ୱରେ ମଙ୍ଗଳବାର ପଦ୍ମପୁର ବନ୍ଦ ଡାକରାକୁ ସଫଳ କରିବା ପାଇଁ ସ୍ଥାନୀୟ ଟାଉନ ହଲ୍‌ଠାରେ ଏକ ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକ ଆଇନଜୀବୀ ସନ୍ତୋଷ କୁମାର ଶତପଥୀ, ସଂପାଦକ ଚିନ୍ମୟ କୁମାର ପଣ୍ଡା ଓ ସଂଯୋଜକ ଅଜିତ କୁମାର ଶତପଥୀ ଉପସ୍ଥିତ ଥିଲେ।

ପଦ୍ମପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ୨୦୨୩ ଡିସେମ୍ବର ଶେଷ ସୁଦ୍ଧା ପଦ୍ମପୁରକୁ ସ୍ବତନ୍ତ୍ର ଜିଲାର ମାନ୍ୟତା ଦେବାକୁ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ତାହା ହୋଇପାରିଲା ନାହିଁ। ତେଣୁ ଏହାର ପ୍ରତିବାଦରେ ଅଞ୍ଚଳବାସୀ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ କରିବେ। ସମସ୍ତ ଜରୁରୀକାଳୀନ ସେବା ଜାରି ରହିବ। ସମସ୍ତ ଯାନବାହାନ, ଦୋକାନବଜାର, ସରକାରୀ ଓ ବେସରକାରୀ ଅନୁଷ୍ଠାନ, ବ୍ୟାଙ୍କ, ସ୍କୁଲ କଲେଜ ଏଥିରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ମିଳିତ କ୍ରିୟାନୁଷ୍ଠାନ କମିଟି ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri