ଭୋଟ ଦେଲେ ବର୍ଷା ସିଂ ବରିହା

ପଦ୍ମପୁର,୫।୧୨(ଡି.ଏନ.ଏ.): ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ସକାଳୁ ଆସି ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ଏହି ନିର୍ବାଚନ ମଣ୍ଡଳୀର ରଜାପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭୋଟ ଗ୍ରହଣ କେନ୍ଦ୍ର(ବୁଥ ନଂ-୨୧୩)କୁ ଆସି ମତଦାନ କରିଥିଲେ।
ସୂଚନାଯୋଗ୍ୟ,କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ୧୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri