ପଦ୍ମପୁର ଉପନିର୍ବାଚନ: ୨ ପ୍ରାର୍ଥିପତ୍ର ରବ୍ଦ, ୧୧ କାଏମ

ପଦ୍ମପୁର,୧୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ହୋଇଥିଲା। ଯାଞ୍ଚରେ ୨ ସ୍ବାଧିନ ପ୍ରାର୍ଥୀ ଜୟନ୍ତ ଥପା ଏବଂ ଦେବଦତ୍ତ ସୁନାନୀଙ୍କ ପ୍ରାର୍ଥିପତ୍ର ରବ୍ଦ ହୋଇଛି।
ଅନ୍ୟପକ୍ଷରେ ୧୧ଜଣଙ୍କ ପ୍ରାର୍ଥିପତ୍ର କାଏମ ରହିଥିବା ପଦ୍ମପୁର ଉପଜିଲାପାଳ ତଥା ରିଟର୍ନିଂ ଅଫିସର ତ୍ରିଲୋଚନ ପାତ୍ର ସୂଚନା ଦେଇଛନ୍ତି। ଆସନ୍ତା ୨୧ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାର ଅବଧି ରହିଛି। ଆସନ୍ତା ଡିସେମ୍ବର ୫ତାରିଖ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri