ପଦ୍ମପୁର ଉପ-ନିର୍ବାଚନ: ଦୀପାଳିଙ୍କୁ ବଡ଼ ଦାୟିତ୍ୱ

ଝାରସୁଗୁଡ଼ାଅଫିସ/ପଦ୍ମପୁର,୧୯।୧୧(ଡି.ଏନ୍‌.ଏ.): ପଦ୍ମପୁର ଉପ-ନିର୍ବାଚନରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ଯୁବନେତ୍ରୀ ଦୀପାଳି ଦାସଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ପ୍ରଚାର କାର୍ଯ୍ୟରେ ବିଜେଡି ପକ୍ଷରୁ ତାଙ୍କୁ ଏହି ବଡ଼ ଦାୟିତ୍ୱ ମିଳିଛି। ପାଇକମାଲ ବ୍ଲକରେ ପ୍ରଚାର କାର୍ଯ୍ୟ ଲାଗି ସଂଯୋଜକ ଦାୟିତ୍ୱ ପ୍ରଦାନ କରାଯାଇଛି ବୋଲି ବିଜେ ପକ୍ଷରୁ ଜାରି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri