Advertisement

ସରିଲା ନାମାଙ୍କନ : ଆଜି ପ୍ରାର୍ଥିପତ୍ର ଯାଞ୍ଚ

ପଦ୍ମପୁର,୧୮।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏହାକୁ ନେଇ ପାଇଁ ଏବେ ରାଜନୀତି ସରଗରମ ରହିଛି। ଗୁରୁବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବା ବେଳେ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ହେବ। ପ୍ରମୁଖ ଦଳ ଭାଜପା, ବିଜେଡି, କଂଗ୍ରେସ ସମେତ ୧୩ ପ୍ରାର୍ଥୀ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଳପତ୍ର ଚଉତିରେ ପରଷା ହେବ ଟିଫିନ

କେନ୍ଦୁଝର, ୧୩ା୯(ସ୍ବ.ପ୍ର.)-ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗୁହେବା ପରେ ଜିଲା ପ୍ରଶାସନ ଏଣିକି ସମସ୍ତ ସରକାରୀ ବୈଠକରେ ପ୍ଲାଷ୍ଟିକ, ସିନ୍ଥେଟିକ ବା ଫାଇବର ସାମଗ୍ରୀ ବଦଳରେ...

ସାପକାମୁଡ଼ାରେ ଦୁଇ ଭଉଣୀଙ୍କ ଜୀବନ ଗଲା

ଅନୁଗୋଳ ଅଫିସ,୨୩।୯: ଅନୁଗୋଳ ସହର ବେନ୍ତପୁର ଅଞ୍ଚଳରେ ଦୁଇ ଭଉଣୀଙ୍କର ସାପ କାମୁଡ଼ାରେ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ବେନ୍ତପୁର ଅଞ୍ଚଳର ସୁମନ୍ତ ସାହୁଙ୍କ...

ପ୍ରକଳ୍ପ ଥାଇ ଜମି ପଡ଼ିଆ

ରାସୋଳ,୮।୮: ଅଖି ମୁଠି ଅନୁକୂଳ କରି ଜ୍ୟେଷ୍ଠ ମାସରୁ ଅପେକ୍ଷା କରିଛି ଚାଷୀ। ଆଷାଢ଼ ଗଲା। ସରିବାକୁ ବସିଲାଣି ଶ୍ରାବଣ। ଅଥଚ ଯେଉଁ ପରିମାଣର ବର୍ଷା...

ମାଓବାଦୀ ଦମନ ଲାଗି ଏରିଏଲ ସର୍ଭେ

ଫୁଲବାଣୀ ଅଫିସ, ୨୮ା୧୦: କନ୍ଧମାଳ ଜିଲାରେ କିଛି ଦିନ ହେଲା ମାଓବାଦୀମାନେ ହିଂସ୍ର ହୋଇ ଉଠିଛନ୍ତି। ସେମାନଙ୍କୁ ଦମନ କରିବା ଲାଗି ପୋଲିସ ତପତ୍ର ହୋଇଉଠିଛି...

ଲୋକଲଜ୍ଜା ସହି ନ ପାରି ମହିଳାଙ୍କ ଆତ୍ମହତ୍ୟା : ତରବରିଆ ଭାବେ ମୃତଦେହ ପୋଡ଼ିଦେଲେ ସମ୍ପର୍କୀୟ, ଜୁଇ ନିକଟରେ ନୀରବଦ୍ରଷ୍ଟା ସାଜିଲା ପୋଲିସ

ନୟାଗଡ଼ ଅଫିସ,୧୪ା୧୦: ନୟାଗଡ଼ ଜିଲା ଇଟାମାଟି ଥାନା ନାଟୁଗାଁ ପଞ୍ଚାୟତ ଖେଡ଼ବାରଣା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଲୋକଲଜ୍ଜା କାରଣରୁ ଜଣେ...

ଯାତାୟାତ କଟକଣାରୁ ମୁକ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ

କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୫ା୩: କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସାରା ରାଜ୍ୟକୁ ଲକ୍‌ଡାଉନ ଘୋଷଣା କରିଛନ୍ତି ସରକାର। ଏହି ସମୟରେ ଯାତାୟାତ ନେଇ...

ଚିନ୍ମୟଙ୍କ ଅଭିଶପ୍ତ ଜିଭ

ବ୍ରହ୍ମପୁର ଅଫିସ୍‌,୨୩।୬-ପୁଅ ଜନ୍ମ ବେଳେ ଘରେ କେତେ ଆନନ୍ଦ । ସାହି ପଡ଼ିଶାରେ ମିଠା ବଣ୍ଟାଯାଇଥିଲା । ପ୍ରଥମ ସନ୍ତାନ, ଏଣୁ ଘରେ ଭୋଜିଭାତର ଆସର...

ଖୋର୍ଦ୍ଧାରୋଡ଼ ଡିଭିଜନର ମହିଳା ଦିବସ ଅଭିଯାନ: ମହିଳା କର୍ମଚାରୀଙ୍କ ଦ୍ୱାରା ଚାଲିଲା ଟ୍ରେନ୍‌

ଜଟଣୀ,୮।୩(ଡି.ଏନ.ଏ.): ମାର୍ଚ୍ଚ ୮ରେ ବିଶ୍ୱ ମହିଳା ଦିବସ। ଏହି ପରିପ୍ରେକ୍ଷୀରେ ମହିଳାଙ୍କୁ ସମ୍ମାନ ଜଣାଇ ଖୋର୍ଦ୍ଧାରୋଡ଼ ରେଳ ଡିଭିଜନ ମାର୍ଚ୍ଚ ୧ରୁ ୧୦ ତାରିଖ ପର୍ଯ୍ୟନ୍ତ...

Advertisement
Archives

Model This Week