ପଦ୍ମପୁର ଉପନିର୍ବାଚନ: ଆଜିଠୁ ପ୍ରଚାର ମଇଦାନକୁ ଓହ୍ଲାଇବେ ୩ ପ୍ରମୁଖ ଦଳ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏହାକୁ ନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ଆଜିଠୁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ତେବେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଜି ନାମାଙ୍କନ ଦାଖଲ କରିପାରନ୍ତି। ସେପଟେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବୁଧବାର ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ମିଳିଛି।

ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଡିସେମ୍ବର ୫ରେ ଭୋଟ ଏବଂ ୮ରେ ଗଣତି ହେବ। ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ଥିବା ବେଳେ ୧୮ରେ ଯାଞ୍ଚ ଏବଂ ୨୧ରେ ପ୍ରତ୍ୟାହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri