ପଦ୍ମପୁର ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ୮.୫ ପ୍ରତିଶତ ମତଦାନ

ବରଗଡ଼ ଅଫିସ, ୫।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଛି। ତେବେ ଦିନ ୯ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୮.୫ ପ୍ରତିଶତ ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଉକ୍ତ ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୫୭ହଜାର ୪୭୪ ଭୋଟର ଥିବାବେଳେ ୧୦ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri