ସରିଲା ପଦ୍ମପୁର ଉପନିର୍ବାଚନ: ରେକର୍ଡ ୮୧.୨୯ ପ୍ରତିଶତ ମତଦାନ

ବରଗଡ ଅଫିସ, ୬।୧୨: ବରଗଡ ଜିଲା ପଦ୍ମପୁର ଉପନିର୍ବାଚନ ସୋମବାର ଶେଷ ହୋଇଛି । ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ୍‌ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ଏହି ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର ୩୦୯ ଭୋଟର ମତଦାନ କରିଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଉକ୍ତ ନିର୍ବାଚନ ମଣ୍ଡଳୀର ସମସ୍ତ ୩୧୯ ବୁଥରେ ଭୋଟ ଗ୍ରହଣ ଚାଲିଥିଲା। ନିର୍ବାଚନ ମଇଦାନକୁ ୧୦ ପ୍ରାର୍ଥୀ ଓହ୍ଲାଇଛନ୍ତି। ଆସନ୍ତା ୮ତାରିଖ ଭୋଟ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri