କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନ କରିବେ ପଦ୍ମପୁରବାସୀ: ବିଜେଡି

ଭୁବନେଶ୍ବର,୨୬।୧୧(ବ୍ୟୁରୋ): କେନ୍ଦ୍ର କୃଷିମନ୍ତ୍ରୀ ଏବଂ ରେଳମନ୍ତ୍ରୀ ପ୍ରଚାର ପାଇଁ ଆସୁଥିବା ବେଳେ କେନ୍ଦ୍ର ଅବହେଳାକୁ ନେଇ ସେମାନଙ୍କୁ ବିଭିନ୍ନ ପ୍ରଶ୍ନ ରଖିବାକୁ ପଦ୍ମପୁରବାସୀ ଅପେକ୍ଷା କରିଛନ୍ତି ବୋଲି ବିଜେଡି ମୁଖପାତ୍ର ସଞ୍ଜୟ ବାବୁ କହିଛନ୍ତି। ସେ କହିଛନ୍ତି, ପଦ୍ମପୁର ରେଳଲାଇନକୁ କାହିଁକି ଅଟକାଯାଇଛି ସେନେଇ ପ୍ରଶ୍ନ କରିବେ। ସେହିଭଳି କେନ୍ଦ୍ର କାହିଁକି ସେମାନଙ୍କ ଫସଲ ବୀମା ଟଙ୍କାକୁ ଅଟକାଇ ରଖିଥିଲା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚାପ ଓ ଚାଷୀଙ୍କ କ୍ରୋଧକୁ ଦେଖିବା ପରେ ଏହାକୁ ମଞ୍ଜୁର କରାଗଲା ସେନେଇ ମଧ୍ୟ ସେମାନେ ଜାଣିବାକୁ ଚାହୁଁଛନ୍ତି। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୯୩୦ ଟଙ୍କା କରିବା ପାଇଁ ଓଡ଼ିଶା ବିଧାନସଭାରେ ପାରିତ ସଙ୍କଳ୍ପକୁ ସବୁ ଦଳ ସମର୍ଥନ କରିଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଧାର୍ଯ୍ୟହୋଇନାହିଁ। କେନ୍ଦ୍ର ଦ୍ୱାରା କେନ୍ଦୁପତ୍ର ଉପରେ କାହିଁକି ୧୮% ଜିଏସ୍‌ଟି ଆଦାୟ କରାଗଲା ଯାହା ୮ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ଜୀବନ ଜୀବିକାକୁ ପ୍ରଭାବିତ କଲା, ସେନେଇ ମଧ୍ୟ ସେମାନେ କେନ୍ଦ୍ର କୃଷିମନ୍ତ୍ରୀଙ୍କଠାରୁ ଜାଣିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri