ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ ଅଫିସ,୧୩।୧: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବୁଧବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଏସ୍‌ସିବି କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ଦୀର୍ଘ ୨୦ ଦିନ ଧରି ସେ ଚିକିତ୍ସିତ ହେଉଥିବା ବେଳେ ଅପରାହ୍ନରେ ବ୍ରେନ୍‌ ଷ୍ଟ୍ରୋକ୍‌ରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି।

ପ୍ରକାଶ ଯେ, ସମାଜସେବା ପ୍ରତି ଜୀବନକୁ ଉତ୍ସର୍ଗୀକୃତ କରିଥିବା ପ୍ରକାଶ ରାଓ ଚା’ ଦୋକାନ କରି ରୋଜଗାର କରୁଥିବା ଟଙ୍କାରେ ବସ୍ତି ପିଲାଙ୍କୁ ପଢ଼ାଉଥିଲେ। ଏଥିପାଇଁ ସେ ସ୍କୁଲ ପ୍ରତିଷ୍ଠା କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କର ଏଭଳି ଅମାୟିକ କାର୍ଯ୍ୟର ପ୍ରଶଂସା କରିଥିଲେ। ଏହାଛଡ଼ା ସେ ୨ଶହରୁ ଅଧିକ ଥର ରକ୍ତଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ରଖିଛନ୍ତି। ପ୍ରଥମେ ଦିବଂଗତ...

ମହାନଦୀ ମୁହାଣରେ ବୁଡ଼ିଲା ଟ୍ରଲର: ୩ ମତ୍ସ୍ୟଜୀବୀ ନିଖୋଜ, ୨ ଉଦ୍ଧାର

ପାରାଦୀପ,୮ା୧୦(ସ୍ବ.ପ୍ର.)- ସମୁଦ୍ରରୁ ମାଛଧରି ଫେରୁ୍‌ଥିବା ଏକ ଟ୍ରଲର ମହାନଦୀ ମୁହାଣରେ ମଙ୍ଗଳବାର ବୁଡ଼ିଯାଇଛି। ସେଥିରେ ଥିବା ୫ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ...

ପୁରୀ ଗଣବଳାତ୍କାର ମାମଲା: ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ, ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ମାମଲାକୁ ନେଇ ରାଜନୀତି ଜୋର ଧରିଛି। ପୁରୀର ବିଭିନ୍ନ ସ୍ଥାନରେ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଥିବାବେଳେ ରାଜଧାନୀରେ ମଧ୍ୟ...

ଲକ୍‌ଡାଉନ୍‌ ବେଳେ ୮୦ ଛାତ୍ରୀଛାତ୍ରଙ୍କୁ ଏକତ୍ରିତ କରି ଟ୍ୟୁଶନ କରୁଥିଲେ ଶିକ୍ଷକ: ବାନ୍ଧିନେଲା ପୋଲିସ

ରାଜନଗର,୨୬।୩: କରୋନା ମୁକାବିଲା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହା ସହ ସ୍କୁଲ କଲେଜ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଥିଲା।...

୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା

ଜୟପୁର,୧୪ା୫(ଡି.ଏନ୍‌.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ...

ନର୍ସ ନୀହାରିକା ହତ୍ୟା ଘଟଣା : ହତ୍ୟାକାଣ୍ଡ ଘଟିଥିବା କୋଠରି ସିଲ୍‌

କଟକ ଅଫିସ,୩୦ା୯: ନର୍ସ ନୀହାରିକା ପାତ୍ର ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରେମିକ ରାଜା ଓରଫ କିଶୋର ଚନ୍ଦ୍ର ଆଞ୍ଚଲଙ୍କୁ ଗିରଫ କରିଛି। ହେଲେ ଏହି...

ଅସଦାଚରଣ ଅଭିଯୋଗରେ ଛତିଶଗଡରୁ ଗିରଫ

ଭବାନୀପାଟଣା/ଜୟପାଟଣା୧୨।୪(ସ୍ବ.ପ୍ର/ଡି.ଏନ୍‌.ଏ): ଓଡିଶା ଭିଜିଲାନ୍ସ ବିଭାଗକୁ ଚକମା ଦେଇ ଦୀର୍ଘ ୨ବର୍ଷ ଧରି ଫେରାର ଥିବା ଅଭିଯୁକ୍ତ ଶେଷରେ ଜଣେ ମହିଳାଙ୍କୁ ଅସଦାଚରଣ କରିବା ଘଟଣାରେ ଛତିଶଗଡ...

ପ୍ରଶିକ୍ଷଣ ପାଇଁ ପ୍ରସ୍ତୁତ ହେଉଛି ବୀରାଶାଳ ଏୟାରଷ୍ଟ୍ରିପ୍‌

ଢେଙ୍କାନାଳ ଅଫିସ, ୨୮।୬ :  ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ବୀରାଶାଳ ଏୟାରଷ୍ଟ୍ରିପ୍‌ ବିମାନ ଦୁର୍ଘଟଣାର ୩ ସପ୍ତାହ ପରେ ବନ୍ଦ ରହିଥିବା ତାଲିମ କାର୍ଯ୍ୟକ୍ରମକୁ ପୁଣିଥରେ...

Play 250+ Trending Games
Archives

Model This Week

Why Dharitri