୪ ଓଡ଼ିଆଙ୍କୁ ପଦ୍ମଶ୍ରୀ ପୁରସ୍କାର

ଭୁବନେଶ୍ୱର,୨୫।୧(ବ୍ୟୁରୋ): ୭୪ତମ ସାଧାରଣତନ୍ତ୍ର ଦିବସ ପୂର୍ବରୁ ବୁଧବାର ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯିବ। ସେଥିମଧ୍ୟରୁ ୬ ଜଣଙ୍କୁ ପଦ୍ମ ବିଭୂଷଣ, ୯ ଜଣଙ୍କୁ ପଦ୍ମଭୂଷଣ ଏବଂ ୯୧ ଜଣଙ୍କୁ ପଦ୍ମଶ୍ରୀ ଦିଆଯିବ। ଏଥର ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ଦିଆଯିବ। ପୁରସ୍କାର ପାଇବାକୁ ଥିବା ୪ ଜଣ ଓଡ଼ିଆ ହେଲେ କଳା ପାଇଁ ମାଗୁଣି ଚରଣ କୁଅଁର, ସାହିତ୍ୟ ଓ ଶିକ୍ଷା ପାଇଁ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର, ରଙ୍ଗବତୀର ଗାୟିତା କ୍ରିଷ୍ଣା ପଟେଲ ଓ କୃଷି ପାଇଁ ପଟ୍ଟାୟତ ସାହୁ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri