ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ

ଜୟପୁର, ୧୬ା୧୦(ନି.ପ୍ର.): ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଏ ନେଇ ସୂଚନା ପାଇ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ପାତ୍ରପୁଟ ସ୍ଥିତ ତାଙ୍କ ଘରକୁ ଯାଇ ଆମ୍ବୁଲାନ୍ସ ଯୋଗେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଛନ୍ତି। ଏଠାରେ ପଦ୍ମଶ୍ରୀ କମଳାଙ୍କୁ ଏକ ସ୍ବତନ୍ତ୍ର କ୍ୟାବିନରେ ରଖାଯାଇ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଦ୍ୱାରା ଚିକିତ୍ସା କରାଯାଉଛି । ବିଭିନ୍ନ ପରୀକ୍ଷା ପରେ ଅସୁସ୍ଥତାର କାରଣ ଜଣାପଡ଼ିବ ବୋଲି ଚିକିତ୍ସାଳୟ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗତମାସରେ ମଧ୍ୟ କିଡ୍‌ନୀରେ ସମସ୍ୟା ଯୋଗୁ ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଥିଲେ। ପ୍ରଥମେ ଜୟପୁର ଓ ପରେ କଟକ ସ୍ଥିତ ଏସ୍‌ସିବି ମେଡିକାଲରେ ଚିକିତ୍ସା ପରେ ସେ ସୁସ୍ଥହୋଇ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri