ଏସ୍‌ସିବି ମେଡିକାଲରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ

କଟକ,୧୮ା୭(ଶିଳ୍ପା ପ୍ରିୟଦର୍ଶିନୀ): ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସ୍‌ସିବିର ମେଡିସିନ୍‌ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି। କିଡ୍‌ନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ। ଏସ୍‌ସିବି ମେଡିସିନ୍‌ ବିଭାଗର ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ୪ଜଣିଆ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି। ମେଡିସିନ୍‌ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ୍‌ ବିଭାଗର ୪ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍‌ ଗଠନ କରାଯାଇଛି। ପୂର୍ବରୁ ବହୁବାର ମଧ୍ୟ କମଳା ପୂଜାରୀ ଏସ୍‌ସିବି ମେଡିକାଲ ଆସି ଚିକିତ୍ସିତ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା…

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri