ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର: ଚାଲିଛି ଚିକିତ୍ସା…

କୋରାପୁଟ,୧୮।୭(ଅମିତାଭ ବେହେରା): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ କୋରାପୁଟ ଜୟପୁର ସ୍ଥିତ ଜିଲା ମେଡିକାଲ ରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ଜିଲା ମେଡିକାଲର ଡାକ୍ତର ରତିକାନ୍ତ ଖଟୁଆଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଟିମ୍‌ ସହ ତାଙ୍କୁ କଟକସ୍ଥିତ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସେ ଏସ୍‌ସିବି ମେଡିକାଲ ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି।

ତାଙ୍କର ଅବସ୍ଥା ସ୍ଥିର ରହିଥିବା ବେଳେ ଆସନ୍ତା ୫ରୁ ୭ ଦିନ ମଧ୍ୟରେ ତାଙ୍କୁ କୋରାପୁଟ ଅଣାଯିବ ବୋଲି ଜିଲା ସ୍ବାସ୍ଥ୍ୟ ବିଭାଗର ସୂଚନା ଅଧିକାରୀ ତଥା ଏଡିପିଏଚ୍‌ଓ ଡାକ୍ତର ମୁକ୍ତିକାନ୍ତ ଖଟୁଆ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri