ମେଦବହୁଳତା ଯୋଗୁ ଜେଲ ଯିବାରୁ ବର୍ତ୍ତିଗଲେ ବଳାତ୍କାରୀ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାନବେରା: ଅପରାଧୀ ଯେତେ ଚାଲାକ ହୋଇଥାଉ ନା କାହିଁକି ଆଇନ ହାତରେ ଦିନେ ନା ଦିନେ ସେ ଧରାପଡେ। ହେଲେ ଜଣେ ଅବରାଧୀ ନିଜର ମେଦବହୁଳତା ପାଇଁ ଜେଲ ଜିବାରୁ ବଞ୍ଚିତ ହୋଇଛନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି ଘଟଣା ଘଟିଛି ଅଷ୍ଟ୍ରେଲିଆର ରାଜଧାନୀ କାନବେରାରେ। ଅପରାଧୀ ଜଣଙ୍କ ହେଲେ ପିଟର ଜନ୍‌।
୬୧ ବର୍ଷୀୟ ପିଟର ପେସାରେ ଜଣେ ଶିକ୍ଷକ। ସେ ନିଜର ୬ଜଣ ଛାତ୍ରୀଙ୍କୁ ବଳାତ୍କାର କରିଥିଲେ। ଏହି ମାମଲାର ବିଚାର କରାଯିବା ପରେ ତାଙ୍କୁ ଅପରାଧୀ ଘୋଷଣା କରାଗଲା। ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କୁ ଜେଲ ପଠାଯାଇ ନାହିଁ। ମୋଟାପଣ ପାଇଁ ଆଜି ପର୍ଯ୍ୟନ୍ତ ସେ ଜେଲ ଜାଇ ନାହାନ୍ତି। କାରଣ ତାଙ୍କୁ ଜେଲକୁ ନେବା ପାଇଁ ୩୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏହି କାରଣରୁ ତାଙ୍କୁ ଘରେ ନଜରବନ୍ଦୀ କରି ରଖାଯାଇଛି। ଏବେ ତାଙ୍କୁ ଜେଲ ପଠାଯିବାକୁ ଯୋଜନା ଚାଲିଛି। ଅଗଷ୍ଟ ୨୫ରେ ତାଙ୍କର ଶୁଣାଣୀ ହେବାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri