Posted inଜାତୀୟ

ପିଏଏଫଏଫ ଆତଙ୍କବାଦୀ ସଂଗଠନ ଘୋଷିତ…

ନୂଆଦିଲ୍ଲୀ,୭।୧ : କେନ୍ଦ୍ର ସରକାର ଜୈଶ-ଇ-ମହମ୍ମଦ ସହ ଜଡିତ ପିପୁଲ୍ସ ଆଣ୍ଟି ଫାସିଷ୍ଟ ଫ୍ରଣ୍ଟ (ପିଏଏଫଏଫ) ଏବଂ ଏହାର ସମସ୍ତ ଅନୁବନ୍ଧିତ ଗୋଷ୍ଠୀକୁ ଆତଙ୍କବାଦୀ ସଂଗଠନ ବୋଲି ଘୋଷଣା କରିଛନ୍ତି। ବେଆଇନ କାର୍ଯ୍ୟକଳାପ ପ୍ରତିରୋଧ ଅଧିନିୟମ ୧୯୬୭ ଅନୁଯାୟୀ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହି ପଦକ୍ଷେପ ନେଇଛି।

ଗତ ବର୍ଷ ଜମ୍ମୁ-କଶ୍ମୀରର ରାଜୌରୀରେ ଏକ ସେନା ଶିବିରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପାଇଁ ପିଏଏଫଏଫ ଦାୟୀ ବୋଲି ଦାବି କରିଥିଲା। ଏହି ଆକ୍ରମଣରେ ୪ଜଣ ଯବାନ ଶହୀଦ ହୋଇଥିଲେ। ସୁରକ୍ଷା ବାହିନୀ ମଧ୍ୟ ଦୁଇ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଥିଲେ।

ଏହାପୂର୍ବରୁ ଗୁରୁବାର ଦିନ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଲଶ୍କର ସହ ଜଡିତ ଏକ ସଂଗଠନ ଟିଆରଏଫକୁ ମଧ୍ୟ ନିଷିଦ୍ଧ ଘୋଷଣା କରିଥିଲେ। ଏହି ସଂଗଠନ ଜମ୍ମୁ-କଶ୍ମୀରରେ ଅନେକ ଟାର୍ଗେଟ ହତ୍ୟାକାଣ୍ଡରେ ଜଡିତ ଅଛି। ଟିଆରଏଫ ଏବଂ ପିଏଏଫଏଫ ପୂର୍ବରୁ ଅନ୍ୟ ୪୨ ସଂଗଠନ ଗୋଷ୍ଠୀ ଆତଙ୍କବାଦୀ ସଂଗଠନ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଫଳରେ ନିଷିଦ୍ଧ ଆତଙ୍କବାଦୀ ସଂଗଠନଗୁଡିକ ସଂଖ୍ୟା ଏବେ ୪୪କୁ ବୃଦ୍ଧି ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri