‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) କୋ-ୟୁନିଟ, ମହିଳା ଶାଖା, ଯୁବ ରେଡ୍‌କ୍ରସ…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର ୨୭ ରୁ ODI ସିରିଜ ସହିତ…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ ଥିବା ଆଠ ଜଣ ବ୍ୟକ୍ତିଙ୍କ ମୃତ୍ୟୁ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ ପାଶୱାନଙ୍କ କ୍ଷେତ୍ରରେ ମଧ୍ୟ ଏଭଳି ଏକ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା ମହିଳାଙ୍କ ଘରକୁ ଆସିଥିବା ଯୁବକଙ୍କୁ ସ୍ଥାନୀୟ…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ ଡାକ୍ତରଖାନାର ନର୍ସମାନଙ୍କ ପ୍ରତିନିଧିତ୍ୱ କରୁଥିବା ସଂଗଠନ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ ଶିବମ ଗଣେଶ ସମେତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରୁ ତିନି…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ. ଗ୍ରାହାମ ସ୍ୟାଙ୍କସନିଂ ରୁଷିଆ ଆଣ୍ଡ ଇରାନ ଆକ୍ଟ ଅଫ ୨୦୨୬’ ନାମକ ଆଇନରେ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ ବିପର୍ଯ୍ୟୟ ମୁକାବିଲାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ୪୧ବର୍ଷ ପୁରୁଣା ଏହି ପୂର୍ବତନ ଇଟାଲୀୟ…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ସଚିବ ଓ ଯୁଗ୍ମ ସଚିବମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ନୂତନ ଫେରବଦଲ ଅନୁଯାୟୀ,…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା, ମମତା ବାନାର୍ଜୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ ଜଣାଇବା ଏବଂ ତା’ର କିଛି ଘଣ୍ଟା…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ଏହାର କିଛି ସମୟ ପରେ ମମତା ବାନାର୍ଜୀ ନନ୍ଦୀଗ୍ରାମରେ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ ଦଳକୁ ସ୍ବତନ୍ତ୍ର ନିର୍ବାଚନ ଚିହ୍ନ ମଧ୍ୟ ଆବଣ୍ଟନ କରାଯାଇଛି, ଯାହାକୁ ନେଇ ମମତା…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା ଏକ ଆତ୍ମଘାତୀ ବିସ୍ଫୋରଣ ଥିଲା, ଯେଉଁଥିରେ ଅତିକମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ ଏବଂ ନିର୍ବାଚନୀ ଚିହ୍ନ ଘୋଷଣା କରିଛନ୍ତି। ମମତା ବାନାର୍ଜୀଙ୍କ ଗୋଷ୍ଠୀକୁ ‘ମମତା ଅଲ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live