୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର ଆସନରେ ମମତା ଶିବିରର ପ୍ରାର୍ଥୀ ରବିଉଲ…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ ‘ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ’ (GPF)ରୁ ପାଇବାକୁ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଆଶ୍ୱସ୍ତିକର ଘୋଷଣା କରି ମହଙ୍ଗା…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social) ରେ ଏକ ପୋଷ୍ଟ କରି ଟ୍ରମ୍ପ…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ କେନ୍ଦ୍ରୀୟ କ୍ୟାବିନେଟ ଏହି ନିଷ୍ପତ୍ତି ନେଇଥିବା…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ ଓ ପରେ ତରଭା ସହରରେ କେତେଜଣ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ. ଗ୍ରାହାମ ସ୍ୟାଙ୍କସନିଂ ରୁଷିଆ ଆଣ୍ଡ ଇରାନ ଆକ୍ଟ ଅଫ ୨୦୨୬’ ନାମକ ଆଇନରେ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ ବିପର୍ଯ୍ୟୟ ମୁକାବିଲାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ୪୧ବର୍ଷ ପୁରୁଣା ଏହି ପୂର୍ବତନ ଇଟାଲୀୟ…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ସଚିବ ଓ ଯୁଗ୍ମ ସଚିବମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ନୂତନ ଫେରବଦଲ ଅନୁଯାୟୀ,…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା, ମମତା ବାନାର୍ଜୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ ଜଣାଇବା ଏବଂ ତା’ର କିଛି ଘଣ୍ଟା…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ଏହାର କିଛି ସମୟ ପରେ ମମତା ବାନାର୍ଜୀ ନନ୍ଦୀଗ୍ରାମରେ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ ଦଳକୁ ସ୍ବତନ୍ତ୍ର ନିର୍ବାଚନ ଚିହ୍ନ ମଧ୍ୟ ଆବଣ୍ଟନ କରାଯାଇଛି, ଯାହାକୁ ନେଇ ମମତା…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା ଏକ ଆତ୍ମଘାତୀ ବିସ୍ଫୋରଣ ଥିଲା, ଯେଉଁଥିରେ ଅତିକମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ ଏବଂ ନିର୍ବାଚନୀ ଚିହ୍ନ ଘୋଷଣା କରିଛନ୍ତି। ମମତା ବାନାର୍ଜୀଙ୍କ ଗୋଷ୍ଠୀକୁ ‘ମମତା ଅଲ…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ, ୨୦୨୬’ ଅନୁଯାୟୀ ପାସପୋର୍ଟ ଆବେଦନ ଫି’ ଏବଂ ବୈଧତା ସମ୍ପର୍କିତ ନିୟମରେ ପରିବର୍ତ୍ତନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live