ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର ଲିକ୍‌୍‌ହେବା ଘଟଣା ସାମ୍ନାକୁ ଆସିଛି। ଏହା…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ଶୀର୍ଷରେ ପହଞ୍ଚି ସାରିଥିବାରୁ…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ ଏକ କନ୍ୟାରତ୍ନ ଆସିଛନ୍ତି। ନିଜର ଦ୍ୱିତୀୟ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ ହୋଇଛି । ପ୍ରତି ବର୍ଷ ଭଳି…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ ପାଣି ଜମି ରହୁଛି। ଡ୍ରେନେଜ ବ୍ୟବସ୍ଥାର…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ଥିବା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ସ୍ଥାନୀୟ ପ୍ରଶାସନ ସହିତ ସମନ୍ବୟ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ ଶିବମ ଗଣେଶ ସମେତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରୁ ତିନି…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ. ଗ୍ରାହାମ ସ୍ୟାଙ୍କସନିଂ ରୁଷିଆ ଆଣ୍ଡ ଇରାନ ଆକ୍ଟ ଅଫ ୨୦୨୬’ ନାମକ ଆଇନରେ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ ବିପର୍ଯ୍ୟୟ ମୁକାବିଲାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ୪୧ବର୍ଷ ପୁରୁଣା ଏହି ପୂର୍ବତନ ଇଟାଲୀୟ…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ସଚିବ ଓ ଯୁଗ୍ମ ସଚିବମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ନୂତନ ଫେରବଦଲ ଅନୁଯାୟୀ,…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା, ମମତା ବାନାର୍ଜୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ ଜଣାଇବା ଏବଂ ତା’ର କିଛି ଘଣ୍ଟା…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ଏହାର କିଛି ସମୟ ପରେ ମମତା ବାନାର୍ଜୀ ନନ୍ଦୀଗ୍ରାମରେ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ ଦଳକୁ ସ୍ବତନ୍ତ୍ର ନିର୍ବାଚନ ଚିହ୍ନ ମଧ୍ୟ ଆବଣ୍ଟନ କରାଯାଇଛି, ଯାହାକୁ ନେଇ ମମତା…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା ଏକ ଆତ୍ମଘାତୀ ବିସ୍ଫୋରଣ ଥିଲା, ଯେଉଁଥିରେ ଅତିକମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live