ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଜନ୍ତର ମନ୍ତରରୁ ଏକ ବାର୍ତ୍ତା…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ ଲାଗିଛି। ସେହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ ଦୋକାନ ଜଳି ଯାଇଥିବା ବେଳେ ତିନୋଟି…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ ଗିରଫ କରି କୋର୍ଟ ଚାଲାଣ କରିଥିବା…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ ବୈଭବଙ୍କ ପାଇଁ ବାକି ସିନିୟର ଖେଳାଳିଙ୍କ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ ବର୍ତ୍ତମାନ ପୋଲିସ ହେପାଜତରେ ଅଛନ୍ତି। ଏହା ମଧ୍ୟରେ ସିୟା ଗୋୟଲଙ୍କ ବାପା ପ୍ରବୀଣ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ ଦୁଇ ତିନିଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଅନୁଗୋଳରେ ସର୍ବାଧିକ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର ସୋସିଆଲ ମିଡିଆରେ ପ୍ରସାରିତ ହେବା ପରେ ଏହାକୁ ନେଇ ଆପତ୍ତି ଉଠିଛି। ଏହି…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି ଯେ, ଏହି ଘଟଣା ପରେ ସେ ଚିତ୍କାର ଶୁଣି ଦୌଡ଼ି ଯାଇଥିଲେ ଏବଂ…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ କିଛି ମାସ ଧରି ଇରାନର ଉପକୂଳବର୍ତ୍ତୀ କ୍ଷେପଣାସ୍ତ୍ର ଘାଟି (କୋଷ୍ଟାଲ ବ୍ୟାଟେରୀ) ନଜରରୁ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ ଅନୁଷ୍ଠିତ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକକୁ ଆସି ନ ଥିବା ୨୩ ବିଧାୟକଙ୍କ ମଧ୍ୟରୁ…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪ ପାଇଁ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର । ଏନେଇ ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ…

ବିଜେଡିରେ ମିଶିବା ପରେ ସୁଜାତାଙ୍କର ଆସିଲା ପ୍ରଥମ ବୟାନ: କହିଦେଲେ ଏତେ ବଡ଼ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର, ୨୫।୬: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ବିଜେଡିରେ ମିଶିଛନ୍ତି। ଏହି ଯୋଗଦାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡିରେ ଆଜି ସୁଜାତା କାର୍ତ୍ତିକେୟନଙ୍କ ଏଣ୍ଟ୍ରି ନେଇ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live