ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ ସମ୍ଭାବ୍ୟ ଆକ୍ରମଣ ସମ୍ପର୍କରେ ପ୍ରତିକୂଳ ବୟାନବାଜି…

ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’

ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି ଯେ କିପରି ତାଙ୍କ ପ୍ରତିଛବି ସମ୍ବଳିତ…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର ଉନ୍ନତୀକରଣ କରିବ। ୨୦୨୦ ଡିସେମ୍ବରରେ ଏହି…

ରାଶନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର! ଏବେ ମିଳିବ ମୁଣ୍ଡପିଛା ମିଳିବ…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY) ଅଧୀନରେ ମିଳୁଥିବା ପରିବାର ପିଛା ମାସିକ ୩୫ କିଲୋଗ୍ରାମର ଖାଦ୍ୟଶସ୍ୟ ଅଧିକାରକୁ ବଦଳାଇ, ଏହାକୁ ପ୍ରତି ବ୍ୟକ୍ତି ମାସିକ ୭ କିଲୋଗ୍ରାମ (ସର୍ବାଧିକ ୩୫…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ଦିଗରେ ତାଙ୍କର ‘ପ୍ରଶଂସନୀୟ ପ୍ରୟାସ’କୁ ପ୍ରଶଂସା କରିଛନ୍ତି। ଓଡ଼ିଶାର…

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ ଥିବା ଅଭିଯୋଗ କରିଥିଲେ ସରପଞ୍ଚ ଚାମେଲୀ…

ହର୍ମୁଜରେ ପୁଣି ଆକ୍ରମଣ, ଜାହାଜକୁ ଟାର୍ଗେଟ କଲା ଇରାନ, ଜାଣନ୍ତୁ କେଉଁ ଜାହାଜ ଉପରେ ହୋଇଛି ଆକ୍ରମଣ

ତେହରାନ,୨୬।୬: ଶାନ୍ତି ଚୁକ୍ତିନାମା ପରେ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖାଦେଇଛି। ଇରାନ ଏକ ଜାହାଜକୁ ଟାର୍ଗେଟ କରି ଅଭିଯୋଗ କରିଛି ଯେ ଏହା ନିର୍ଦ୍ଦିଷ୍ଟ ରାସ୍ତା ବ୍ୟତୀତ ଅନ୍ୟ ଏକ ରାସ୍ତା ବ୍ୟବହାର କରୁଛି। ଆକ୍ରମଣ ଦ୍ୱାରା…

ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କୁ ପିଏସି କମିଟି ଅଧ୍ୟକ୍ଷ ଭାବେ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ ବର୍ତ୍ତମାନ ପୋଲିସ ହେପାଜତରେ ଅଛନ୍ତି। ଏହା ମଧ୍ୟରେ ସିୟା ଗୋୟଲଙ୍କ ବାପା ପ୍ରବୀଣ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ ଦୁଇ ତିନିଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଅନୁଗୋଳରେ ସର୍ବାଧିକ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର ସୋସିଆଲ ମିଡିଆରେ ପ୍ରସାରିତ ହେବା ପରେ ଏହାକୁ ନେଇ ଆପତ୍ତି ଉଠିଛି। ଏହି…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି ଯେ, ଏହି ଘଟଣା ପରେ ସେ ଚିତ୍କାର ଶୁଣି ଦୌଡ଼ି ଯାଇଥିଲେ ଏବଂ…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ କିଛି ମାସ ଧରି ଇରାନର ଉପକୂଳବର୍ତ୍ତୀ କ୍ଷେପଣାସ୍ତ୍ର ଘାଟି (କୋଷ୍ଟାଲ ବ୍ୟାଟେରୀ) ନଜରରୁ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ ଅନୁଷ୍ଠିତ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକକୁ ଆସି ନ ଥିବା ୨୩ ବିଧାୟକଙ୍କ ମଧ୍ୟରୁ…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪ ପାଇଁ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର । ଏନେଇ ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live