କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ ସଂଘର୍ଷ କରୁଥିଲେ ଏବଂ ଭାରତରେ ଚିକିତ୍ସାଧୀନ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏକ ପ୍ରଶ୍ନର ଉତ୍ତରରେ, ଦୀପକେ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା ଅଭିଯୋଗରେ ୪ ଜଣକୁ ମଙ୍ଗଳବାର ଗିରଫ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ହୋଇଛି।…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ (୪୫) ବୋଲି ଜଣାପଡିଛି। ଖବର ଅନୁସାରେ,…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ଅବକାରୀ ବିଭାଗର…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ ଅଧତ୍କ ଦୂରକୁ ଯିବାରେ ଅସାମର୍ଥ୍ୟ ଯୋଗୁ ସେଗୁଡ଼ିକ ବାଦ୍‍ ପଡ଼ିଲା। ପରବର୍ତ୍ତୀ ସମୟରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ ଦେଇଛି । ସୋମବାର ଦିନ, ଟ୍ରମ୍ପ ତାଙ୍କ ଟ୍ରୁଥ ସୋସିଆଲ ଆକାଉଣ୍ଟରେ ମେଲୋନିଙ୍କ…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର ଫର୍‌ ରିସର୍ଚ୍ଚ ଅନ୍‌ ଏନର୍ଜି ଆଣ୍ଡ୍‌ କ୍ଲିନ୍‌ ଏୟାର’ (ସିଆର୍‌ଇଏ)ର ଏକ ନୂତନ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି ଦକ୍ଷିଣ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଛତିଶଗଡ଼ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ସୋମବାର…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର ଦୁଇଟି ସମ୍ପୂର୍ଣ୍ଣ ଭିନ୍ନ ନେଟୱର୍କ ବା ଅଂଶ କାର୍ଯ୍ୟ କରିଥାଏ ବୋଲି ଗବେଷଣାରୁ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ ହାରି ଯାଇଛନ୍ତି। ୟୁରୋପୀୟ ମାନବାଧିକାର ଅଦାଲତ (ECHR) ରେ ଆବେଦନ ଉପରେ ତାଙ୍କର…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା ଇସ୍ତଫା ଦେଇଥିବାବେଳେ ସୋମବାର ଟ୍ରଷ୍ଟ ଏହାକୁ ଗ୍ରହଣ କରିଛି। କ୍ରିଷ୍ଣ ମୋହନଙ୍କୁ ମନ୍ଦିର…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ ବିଶ୍ୱକପ୍‌ ବିଜୟୀ ଉଇକେଟକିପର-ବ୍ୟାଟର ସଞ୍ଜୁ ସାମସନଙ୍କୁ ଏଥିରୁ ବାଦ୍‌ ଦେଇଥିବା ବେଳେ ଦଳରେ…

ଅଗ୍ନିବୀରଙ୍କ ପାଇଁ ଖୁସିଖବର: ସେନାରେ ବଢ଼ିବ ସ୍ଥାୟୀ କୋଟା!

ନୂଆଦିଲ୍ଲୀ,୬।୭: ‘ଅଗ୍ନିବୀର’ ଯୋଜନା ଦେଶର ସବୁଠାରୁ ଚର୍ଚ୍ଚିତ ସାମରିକ ପଦକ୍ଷେପ ମଧ୍ୟରୁ ଗୋଟିଏ। କିନ୍ତୁ ଏହା ଦେଶରେ ବହୁତ ବିରୋଧର ସମ୍ମୁଖୀନ ହୋଇଥିଲା। ଏହି ଯୋଜନା ଅଧୀନରେ ସୈନିକମାନଙ୍କୁ କେବଳ ଚାରି ବର୍ଷ ପାଇଁ ନିଯୁକ୍ତି ଦିଆଯାଇଥିଲା। କିନ୍ତୁ ଅଗ୍ନିବୀର’ମାନେ ଖୁବ…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି ଅନେକ ଅର୍ଥନୈତିକ କାର୍ଯ୍ୟର ପରିସର ବୃଦ୍ଧି କରିବା ପାଇଁ ସୁବିଧା କରାଯାଇଛି। ସେହିଭଳି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live