ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି ସୂତ୍ରରୁ ଖବରପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା । ଫଳରେ ଏଥିରେ ୨ ଜଣ…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ ଯୁବକ ବୁବୁନ ସାମଲ, ଡୋଲମୋଣି ପେଣ୍ଠେଇ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ ଏକ ପାଦ ଆଗେଇଛି। ଇରାନର ଗତ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ ଜଣେ ମହିଳା।…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି, ମୁଁ ନେଇଥିବା ପ୍ରତ୍ୟେକ ନିଷ୍ପତ୍ତି ମୁଁ ଯେଉଁ ଦେଶକୁ ବହୁତ ଭଲ ପାଏ…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ବାଛିବା ପର୍ଯ୍ୟନ୍ତ ସେ ଏହି ଭୂମିକାରେ କାର୍ଯ୍ୟ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ପାକିସ୍ତାନ ଏବଂ କାତାର ଏହି ବିଷୟରେ ଏକ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ମୁଖ୍ୟ ବିଲାୱଲ ଭୁଟ୍ଟୋ ଏହି ପ୍ରସଙ୍ଗରେ ଭାରତକୁ ଧମକ ଦେଇଥିଲେ, ଏବଂ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି ରହିଛି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ ରବିବାର କହିଛି। ଏଥିସହିତ ବିଦେଶରେ ଅଟକି ରହିଥିବା ଇରାନୀୟ ପାଣ୍ଠି ଏବଂ ଦେଶର…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୬ ଜଣ ଗୁରୁତର…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି। ଏହି ଜାହାଜଗୁଡ଼ିକ ମୋଟ ୯୪ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ ଗତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live