ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ ଶେଷ ସୁଦ୍ଧା ୫ ଉଇକେଟ ହରାଇ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏନେଇ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ ଉଦ୍ଧର୍‌ବ ସମୟ ଧରି ଲାଗି ରହିଥିବା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ କଲୋନିର ମହମ୍ମଦ ସୋହେଲ (୨୯), ଭାଟି…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ ଚାଷୀ ହନ୍ତସନ୍ତ ହେଉଛନ୍ତି । ବହୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଦେବା ସହ ତାଙ୍କ ସହ ଉଚିତ ବ୍ୟବହାର କରିବାକୁ ଦାବି କରି ସେମାନେ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର ସ୍ରୋତରେ ପହଁରୁଥିବା ତାଙ୍କ ଭିଡିଓକୁ ନେଇ କିଛି ୟୁଜର୍ସ ତାଙ୍କୁ କଂଗ୍ରେସ ନେତା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ ଜଣେ ଅବସରପ୍ରାପ୍ତ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ, ତାଙ୍କ ଝିଅ ଏବଂ ତାଙ୍କ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସୋମବାର (୨୪ ଅଗଷ୍ଟ, ୨୦୨୬) ବେଜିଂରେ ପହଞ୍ଚିବେ। ସେଠାରେ ସେ ତାଙ୍କର ଚାଇନା…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି। ନିଖୋଜ ଜାହାଜଟି ହେଉଛି MV Ocean Winner। ଏହି ଜାହାଜ ପାରାଦୀପ ବନ୍ଦରରୁ…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା ୫.୯ ମାପ କରାଯାଇଥିବା ବେଳେ ଆମେରିକାର ଭୂଗର୍ଭ ବିଜ୍ଞାନ ସର୍ଭେ (USGS) ଅନୁଯାୟୀ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ ରାଜ୍ୟର ରାଜସ୍ୱ ଉପରେ ଗଭୀର ପ୍ରଭାବ ପଡ଼ିବ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି।…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା ଜଣାପଡ଼ିଛି। ଉକ୍ତ ଜାହାଜ ଭାରତୀୟ ଜଳସୀମାର ପୋର୍ଟବ୍ଲେୟାରଠାରୁ ୨୫୦ରୁ ୩୦୦ ନଟିକାଲ ମାଇଲ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ରାହୁଲ କହିଛନ୍ତି, ଦେଶର ମହିଳାମାନେ କେବଳ ଝିଅ, ସ୍ତ୍ରୀ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୩ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live