ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ ଏହି ପ୍ରକଳ୍ପ ଶୁଖିଲା ଅବସ୍ଥାରେ ପଡ଼ିଛି।…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି। ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ ହେବ କରାଯାଉଛି। ଏଠାରେ ସରକାରୀ ଗାଇଡ୍‌…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଜିଲାର ସମସ୍ତ ସରକାରୀ…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ ନେଇ କ୍ରୋଧିତ ହୋଇ ତାଙ୍କ ନିଜ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ ସାଂଘାତିକ ମାମଲା ଦିଗପହଣ୍ଡି ଅଞ୍ଚଳରୁ ଆସିଛି।…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ ଟ୍ରମ୍ପ ଏହି ପଦକ୍ଷେପ ନେଇଥିବା ଜଣାପଡିଛି। ସେ କହିଛନ୍ତି ଯେ ଇରାନ ପ୍ରସ୍ତାବ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି । ଏହି ସମୟରେ, ପାକିସ୍ତାନ କୂଟନୈତିକ ମୋର୍ଚ୍ଚାରେ ସକ୍ରିୟ ଥିବା ଜଣାପଡ଼ିଛି। ସୋମବାର ଦିନ…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ ଆସିଛନ୍ତି । ପପୁ ଯାଦବ କହିଛନ୍ତି ଯେ ଅଧିକାଂଶ ମହିଳା ପୁରୁଷ ନେତାଙ୍କ…

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ ଯାଇ ପାରିବେ ନାହିଁ। ତାଇୱାନ ସରକାରଙ୍କ ଜଣେ ମୁଖପାତ୍ର କହିଛନ୍ତି ଯେ, ଚାଇନା…

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା ଜନଜାତି ସଂଗ୍ରହାଳୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମସ୍ଥଳକୁ ଯିବାବେଳେ ହନୁମାନ ବଟିକା ଛକରେ ପ୍ରୋଟୋକଲ ଭାଙ୍ଗିଛନ୍ତି…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ ବିବାଦ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଖାର୍ଗେଙ୍କ ଏହି ବୟାନକୁ…

‘ଯୁଦ୍ଧବିରତି ଉଲ୍ଲଂଘନ କଲେ ଉପଯୁକ୍ତ ଜବାବ ଦେବୁ..’, ଆମେରିକାକୁ ଇରାନର ଚେତାବନୀ

ତେହରାନ,୨୧।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପୁଣିଥରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଉଭୟ ପକ୍ଷ ଦ୍ୱାରା ଗ୍ରହଣ କରାଯାଇଥିବା କଠୋର ମନୋଭାବ ସୂଚାଇ ଦେଉଛି ଯେ ଏହି ଅସ୍ତ୍ରବିରତି ଅଧିକ ଦିନ…

ବାଣ ଫୁଟୁଛି

ବାଣ କଥା ଉଠିଲେ ତାମିଲନାଡୁର ବିରୁଧନଗର ଜିଲାର ଶିବକାଶୀ ସହରାଞ୍ଚଳ ମନେପଡ଼େ। ସାଧାରଣରେ ଭାରତର ୯୦ ପ୍ରତିଶତ ବାଣ ଶିବକାଶୀରେ ତିଆରି ହୋଇଥାଏ। ଅତ୍ୟଧିକ କାରଖାନା ଥିବାରୁ ବିପଦ ମଧ୍ୟ ସବୁବେଳେ ଯୋଡ଼ିହୋଇ ରହୁଛି। ୧୯ ଏପ୍ରିଲରେ ବିରୁଧନଗର ଜିଲାର କଟ୍ଟନାରପଟ୍ଟି…

୧୫ ବର୍ଷ ପରେ ପଦ ଛାଡିବେ ଟିମ କୁକ୍‌, ଆପଲର ନୂଆ ସିଇଓ ହେବେ…

ଓ୍ବାଶିଂଟନ,୨୧।୪: ବିଶ୍ୱର ସର୍ବବୃହତ ଟେକ କମ୍ପାନୀ ମଧ୍ୟରେ ସ୍ଥାନ ପାଇଥିବା ଆପଲ ୧୫ ବର୍ଷ ପରେ ଏହାର ଶୀର୍ଷ ନେତୃତ୍ୱ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛି। ଜନ ଟେରନସ (୫୦) କମ୍ପାନୀର ନୂତନ ସିଇଓ ଭାବରେ ଟିମ କୁକଙ୍କ ସ୍ଥାନରେ ଦାୟିତ୍ୱ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri