ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ ଦେବତା ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର ୮ ସନ୍ଧ୍ୟା ୭ଟା ୩ ମିନିଟ୍…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌ ଓ ପାପାରାଜିଙ୍କ ପକ୍ଷରୁ ତାଙ୍କ ଲୁକ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ରବିବାର ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ ପରେ ସପା ମୁଖ୍ୟ ଅଖିଳେଶ ଯାଦବ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ ପ୍ରତିଷ୍ଠାନର ବିଭିନ୍ନ କାର୍ଯ୍ୟକ୍ରମ ନେଇ ବିସ୍ତୃତ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର ତାଙ୍କ ଲାହୋରସ୍ଥିତ ବାସଭବନରୁ ତାଙ୍କୁ ହେପାଜତକୁ ନିଆଯାଇଥିବା ଖବର ସାମ୍ନାକୁ ଆସିଛି ।…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା। ଏଥିରୁ ପ୍ରାୟ ୪୫୦ଟି ମସ୍କୋ ଦିଗକୁ ଆସିଥିବା ଏବଂ ସେଗୁଡ଼ିକୁ ଧ୍ୱଂସ କରାଯାଇଥିବା…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତ କରି ଆହୁରି ଘନୀଭୂତ ହେବ। ୨୧ ତାରିଖ ସୁଦ୍ଧା ଅବପାତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଦିଲ୍ଲୀରୁ ଫେରିବା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ସ୍ଥାନୀୟ ପ୍ରଶାସନ ସହିତ ସମନ୍ବୟ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ ଶିବମ ଗଣେଶ ସମେତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରୁ ତିନି…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ. ଗ୍ରାହାମ ସ୍ୟାଙ୍କସନିଂ ରୁଷିଆ ଆଣ୍ଡ ଇରାନ ଆକ୍ଟ ଅଫ ୨୦୨୬’ ନାମକ ଆଇନରେ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ ବିପର୍ଯ୍ୟୟ ମୁକାବିଲାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ୪୧ବର୍ଷ ପୁରୁଣା ଏହି ପୂର୍ବତନ ଇଟାଲୀୟ…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ସଚିବ ଓ ଯୁଗ୍ମ ସଚିବମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ନୂତନ ଫେରବଦଲ ଅନୁଯାୟୀ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live