ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ,୨୯l୬(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର ଜଣେ ବିବାହିତା ମହିଳା ନିଜ ସ୍ବାମୀକୁ…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ ପୂର୍ବ ନିର୍ଦ୍ଧାରିତ ନୀତିନିର୍ଘଣ୍ଟ ଅନୁଯାୟୀ ଭକ୍ତିଭାବ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ ଭେଟିବ। ହେଲେ ଦଳର ଏହି ସ୍ମରଣୀୟ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ ଛୁରି ଭୁଶି ହତ୍ୟା ଉଦ୍ୟମ କରିଥିବା…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି କଲେଜ ଶିକ୍ଷା ସମାପ୍ତ ପରେ  ରାଉରକେଲା…

ଧାନ ମଣ୍ଡି ନିକଟରୁ ମିଳିଲା ରକ୍ତାକ୍ତ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୨୯ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡାଲଗୁମା ଗ୍ରାମ ଧାନ ମଣ୍ଡି ନିକଟରୁ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ଡାଲଗୁମା ଗାଁର ଶୁକଦେବ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ ୪ରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ବରଗଡ଼ ଯିବେ। ବରଗଡ଼ରେ ୧୭୫୦ କୋଟି ଟଙ୍କାର…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ ଜେଲ୍‌ ଦଣ୍ଡ ଦିଆଯାଇଛି। ଏହି ରାୟ ଶୁଣାଇଛନ୍ତି ଯାଜପୁର ଅତିରିକ୍ତ ଜିଲା ଜଜ।…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ ତାଙ୍କ ପରିବାର ଲୋକଙ୍କ ସାମ୍ନାରେ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରିଥିବା…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି ଆକ୍ରମଣର ଜବାବ ଦେବାକୁ ଯାଇ ଭାରତୀୟ ସେନା ପକ୍ଷରୁ ୭ ମେ’ରୁ ୧୦…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ ଉପରେ ବିମାନ ଆକ୍ରମଣ କରିଥିଲା। ପାକିସ୍ତାନ ସରକାର ଆତଙ୍କବାଦୀ ସଂଗଠନ ତେହରିକ-ଇ-ତାଲିବାନ ଏବଂ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି। ଇଂଲଣ୍ଡ କ୍ରିକେଟ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ବେନ ଷ୍ଟୋକ୍ସ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ହେଲିକପ୍ଟରଟି ସାଉଦି ଆରବର ପ୍ରମୁଖ ପେଟ୍ରୋଲିୟମ୍ ରିଫାଇନାରୀ କମ୍ପାନୀ ଆରାମକୋର ଥିଲା…

Iran US Conflict: ଆମେରିକା ଆକ୍ରମଣର ପ୍ରତିଶୋଧ ନେଲା ଇରାନ, କୁୱେତରୁ ବାହାରିନ ପର୍ଯ୍ୟନ୍ତ ଆମେରିକୀୟ ଘାଟି ଉପରେ କଲା କ୍ଷେପଣାସ୍ତ୍ର ମାଡ଼

ତେହରାନ,୨୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଭାଙ୍ଗିବାକୁ ବସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକୀୟ ସେନା ଦୁଇଥର ଇରାନ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିଛି; ଏହାର ଜବାବରେ, ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ବାହାରିନରୁ କୁୱେତ…

୨୪ ଘଣ୍ଟାରେ ଦ୍ୱିତୀୟ ଥର ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ତେହରାନ,୨୮।୬: ପଶ୍ଚିମ ଏସିଆରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ଶନିବାର ଇରାନ ବିରୁଦ୍ଧରେ ଆଉ ଏକ ସାମରିକ ଆକ୍ରମଣ କରିଛି। ହର୍ମୁଜ ପ୍ରଣାଳୀ ନିକଟରେ ପାନାମା-ପତାକାଯୁକ୍ତ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live