ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ ପାଟିଲ ସୂଚନା ଦେଇ କହିଛନ୍ତି ଯେ,…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା ଓ ଜିଲା ଭାଜପା…

ଗୋଟିଏ ବୟାନରେ ଦୋହଲିଗଲା ଢାକାରୁ ନୂଆଦିଲ୍ଲୀ! ବାଂଲାଦେଶ ଫେରିବାକୁ କାହିଁକି ଜିଦ୍‌ ଧରିଛନ୍ତି ଶେଖ ହାସିନା?

ନୂଆଦିଲ୍ଲୀ,୨୯।୬: ଶେଖ ହାସିନାଙ୍କ ‘ଏହି ବର୍ଷ ହିଁ ବାଂଲାଦେଶ ଫେରିବି’ ବୋଲି ବୟାନ ନୂଆଦିଲ୍ଲୀରୁ ଢାକା ପର୍ଯ୍ୟନ୍ତ ରାଜନୈତିକ ହଲଚଲ୍ ବଢ଼ାଇ ଦେଇଛି। ୨୨ ମାସ ପରେ ପ୍ରଥମ ଥର ପାଇଁ ବାଂଲାଦେଶ ଫେରିବା…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି ଫର୍ମାଟରେ ଆୟର୍ଲାଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ ଜଣେ ଯୁବକଙ୍କୁ ଥାନାକୁ ଆଣିଥିଲା। ହେଲେ…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ତଥା ଜାତୀୟ ରାଜପଥ ପାର୍ଶ୍ଵ ଡ୍ରେନେଜ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ ୪ରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ବରଗଡ଼ ଯିବେ। ବରଗଡ଼ରେ ୧୭୫୦ କୋଟି ଟଙ୍କାର…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ ଜେଲ୍‌ ଦଣ୍ଡ ଦିଆଯାଇଛି। ଏହି ରାୟ ଶୁଣାଇଛନ୍ତି ଯାଜପୁର ଅତିରିକ୍ତ ଜିଲା ଜଜ।…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ ତାଙ୍କ ପରିବାର ଲୋକଙ୍କ ସାମ୍ନାରେ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରିଥିବା…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି ଆକ୍ରମଣର ଜବାବ ଦେବାକୁ ଯାଇ ଭାରତୀୟ ସେନା ପକ୍ଷରୁ ୭ ମେ’ରୁ ୧୦…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ ଉପରେ ବିମାନ ଆକ୍ରମଣ କରିଥିଲା। ପାକିସ୍ତାନ ସରକାର ଆତଙ୍କବାଦୀ ସଂଗଠନ ତେହରିକ-ଇ-ତାଲିବାନ ଏବଂ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି। ଇଂଲଣ୍ଡ କ୍ରିକେଟ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ବେନ ଷ୍ଟୋକ୍ସ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ହେଲିକପ୍ଟରଟି ସାଉଦି ଆରବର ପ୍ରମୁଖ ପେଟ୍ରୋଲିୟମ୍ ରିଫାଇନାରୀ କମ୍ପାନୀ ଆରାମକୋର ଥିଲା…

Iran US Conflict: ଆମେରିକା ଆକ୍ରମଣର ପ୍ରତିଶୋଧ ନେଲା ଇରାନ, କୁୱେତରୁ ବାହାରିନ ପର୍ଯ୍ୟନ୍ତ ଆମେରିକୀୟ ଘାଟି ଉପରେ କଲା କ୍ଷେପଣାସ୍ତ୍ର ମାଡ଼

ତେହରାନ,୨୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଭାଙ୍ଗିବାକୁ ବସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକୀୟ ସେନା ଦୁଇଥର ଇରାନ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିଛି; ଏହାର ଜବାବରେ, ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ବାହାରିନରୁ କୁୱେତ…

୨୪ ଘଣ୍ଟାରେ ଦ୍ୱିତୀୟ ଥର ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ତେହରାନ,୨୮।୬: ପଶ୍ଚିମ ଏସିଆରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ଶନିବାର ଇରାନ ବିରୁଦ୍ଧରେ ଆଉ ଏକ ସାମରିକ ଆକ୍ରମଣ କରିଛି। ହର୍ମୁଜ ପ୍ରଣାଳୀ ନିକଟରେ ପାନାମା-ପତାକାଯୁକ୍ତ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live