ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ମତ୍ସ୍ୟଜୀବୀମାନେ ନଦୀରେ ମୃତଦେହ ଭାସୁଥିବା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି ସହ ଅବିଶ୍ରାନ୍ତ ବର୍ଷା ହେବା ଫଳରେ…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା ଜାରି ରହିଛି। ସ୍ଥିତିକୁ ଦୃଷ୍ଟିରେ ରଖି…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ ଯୋଗ’ ସୃଷ୍ଟି ହୁଏ, ଯାହାକୁ ଏକ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ ଟମକିଦାଦର ଗାଁର ଅଜୟ ସତନାମୀ(୨୩)।। ସୂଚନା…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଓଡ୍ରାଫ ଟିମ୍‌କୁ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏହି ନୂତନ ନିଯୁକ୍ତି ଅନୁଯାୟୀ ସର୍ବଣା ବିବେକ ଏମ୍‌ଙ୍କୁ ଭୁବନେଶ୍ୱରର ନୂତନ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ତାରିଖ ରାତିରେ ଉପକୂଳ ଛୁଇଁବ ବୋଲି IMD ଡିଜ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ ନିଯୁକ୍ତିଦାତା ଦାୟୀ ରହିବେ ନାହିଁ। ଭାରତରେ ଗ୍ରାଚ୍ୟୁଇଟି ପ୍ରଦାନ ‘ପେମେଣ୍ଟ ଅଫ ଗ୍ରାଚ୍ୟୁଇଟି…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସ୍ୱର୍ଣ୍ଣ ପଦକ ଜିତିଛି । ଟସ୍…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଓ ଛୋଟ ବ୍ୟବସାୟୀମାନେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲେ। ନଗଦ…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ ନାମ ବାଦ୍‌ ଦିଆଯାଇଛି। ସୋମବାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରିବା ଅବସରରେ…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା ବିଭାଗର ସରକାରୀ ଅଧିକାରୀମାନଙ୍କୁ ଦେବାକୁ ପଡ଼ିବ। ବିଧାନସଭା ଘେରାଉ ପୂର୍ବରୁ ସରକାର ଯଦି…

ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍‌ଓ୍ବର୍କ

ଓ୍ବାଶିଂଟନ୍‌,୨୨ା୯: ହ୍ବାଇଟ୍‌ ହାଉସ୍‌ରେ ସିଏନ୍‌ଏନ୍‌ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍‌ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ କରିଛନ୍ତି। ଫଳରେ ଟ୍ରମ୍ପ୍‌ ପ୍ରଶାସନ ଏବଂ ଗଣମାଧ୍ୟମ ସଂସ୍ଥାଗୁଡ଼ିକ ମଧ୍ୟରେ ମୁହଁାମୁହିଁ ସ୍ଥିତି…

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ସେହିପରି ପୁରୀରୁ ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି ଅବପାତ । କଳିଙ୍ଗପାଟନମରୁ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବେ ରହିଛି। ଏଥିସହ ଜଡ଼ିତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live