ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାରରେ ମନ୍ତ୍ରୀ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। ସେ ଆବେଦନରେ ଦର୍ଶାଇଛନ୍ତି, ଯେ ଲଡୁରେ...

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା ପରିତ୍ୟାଗ ନ କରନ୍ତି, ତେବେ ଲାଲ୍‌...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି ତଳକୁ ଖସି ପଡିଛି। ଦୁର୍ଘଟଣାରେ ୪ଜଣ...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୨୦୨୩...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ପ୍ରିୟଙ୍କା। ଓଡ଼ିଶାରେ ଜଣେ ସେନା ମେଜର ଓ ବାନ୍ଧବୀଙ୍କ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି। ୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ...

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ ବିରୋଧୀ ସରକାରଙ୍କୁ ଘେରିବା ଆରମ୍ଭ କଲା ପରେ ଶୁକ୍ରବାର ଦିନ ଓଡ଼ିଶା ସରକାର...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର...

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର ତାଙ୍କର ୧୦୦ ଦିନର ଉପଲବ୍ଧି ସମ୍ପର୍କରେ ଅନେକ କଥା ସାଧାରଣରେ ରଖିଛନ୍ତି। ଏହାରି...

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ ଆକ୍ରମଣ କରାଯାଇଛି। ଇସ୍ରାଏଲୀ ସେନା ଯୁଦ୍ଧବିମାନରୁ ଲେବାନନ୍‌ର ଅନେକ ସ୍ଥାନରେ ଏୟାରଷ୍ଟ୍ରାଇକ୍‌ କରିଛି।...

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ ଠକେଇର ଶିକାର ହୋଇଥିବା ଯୁବକ ରାୟଗଡ ଗୁଣପୁରର ମନୋଜ କୁମାର ଭକ୍ତ ବୋଲି...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ସେପ୍ଟେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୧୨ ସେପ୍ଟେମ୍ବର, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୧ ସେପ୍ଟେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୦ ସେପ୍ଟେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୭ ସେପ୍ଟେମ୍ବର, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୫ ସେପ୍ଟେମ୍ବର, ୨୦୨୪ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଅପରାଧ

Video News

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

ଚକଖଡିରେ ମତଦାନ ପାଇଁ ନିବେଦନ

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’