IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ,…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଏହାକୁ ନେଇ ସରକାରଙ୍କୁ କଡ଼ା…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା ଆଇଟି ନିୟମ-୨୦୨୧ର ଦାୟିତ୍ୱବୋଧତାକୁ ପାଳନ କରିବାକୁ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ ସରକାର ଆଉ ୩ ଦିନ ଅବଧି…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ ସମୟ ସରି ଯାଇଥିବା କୁହାଯାଉଛି। ଫଳରେ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପରୀକ୍ଷା ନିମନ୍ତେ ଆବେଦନ କରିବା ପାଇଁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି ମିଳିଛି । ଏଠାରେ, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ହଠାତ୍ ବଡ଼ ହ୍ରାସ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ମିଳିଛି, ଚୌଦ୍ୱାର ଜେଲରୁ ୨ ଜଣ ଅପରାଧୀ ଫେରାର…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ ଦେବାକୁ ପଡିବ ନାହିଁ ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରସ୍ତାବକୁ ମଞ୍ଜୁରୀ…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଙ୍ଗଳବାର ଦିନ ଅଧିକାରୀମାନେ ସୂଚନା…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି ସାମ୍ପ୍ରତିକ ବୃଦ୍ଧି ମୁଦ୍ରାସ୍ଫୀତି ଧାରାରେ ପରିବର୍ତ୍ତନକୁ ସୂଚିତ କରେ ଏବଂ ୧ ଜୁଲାଇ,…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି ଯୋଗାଇ ଦିଆଯିବ ବୋଲି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ କିଛି ପଛକୁ ଛାଡ଼ି ଯାଉନାହିଁ’। ଏଥିରୁ ବୁଝିବାକୁ ହେବ ଯେ, ଆପଣଙ୍କୁ ବ୍ୟବହାର…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି ଖାଦ୍ୟ ଏବଂ ପାନୀୟ କ୍ଷେତ୍ରର ରେଷ୍ଟୁରାଣ୍ଟ, ଢାବା, ହୋଟେଲ ଏବଂ ବ୍ୟବସାୟଗୁଡ଼ିକୁ ଲାଭ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ ରୋକ ଲଗାଇବା ପାଇଁ ତାଙ୍କର ପ୍ରୟାସକୁ ଖାରଜ କରିଦେଇଛନ୍ତି। ଏହି ଅଧିକାର ଦୀର୍ଘ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ ଦୁଇଗୁଣାରୁ ଅଧିକ ରେକର୍ଡ କରିଥିବା ସୁନାର ଚମକ ଏବେ ଧୀରେ ଧୀରେ ଫିକା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live