ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା ସମୟରେ କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି। ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟକାଳ ପାଇଁ ରୋଗୀସେବା ବନ୍ଦ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ସ୍ପଷ୍ଟ କରିଛନ୍ତି,…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ ଶସ୍ତା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ୫…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ   ସ୍ବାସ୍ଥ୍ୟସେବା ଗୁରୁତର ଭାବେ ବିପର୍ଯ୍ୟସ୍ତ ହୋଇପଡ଼ିଛି।…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି ଯୋଗାଇ ଦିଆଯିବ ବୋଲି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ କିଛି ପଛକୁ ଛାଡ଼ି ଯାଉନାହିଁ’। ଏଥିରୁ ବୁଝିବାକୁ ହେବ ଯେ, ଆପଣଙ୍କୁ ବ୍ୟବହାର…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି ଖାଦ୍ୟ ଏବଂ ପାନୀୟ କ୍ଷେତ୍ରର ରେଷ୍ଟୁରାଣ୍ଟ, ଢାବା, ହୋଟେଲ ଏବଂ ବ୍ୟବସାୟଗୁଡ଼ିକୁ ଲାଭ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ ରୋକ ଲଗାଇବା ପାଇଁ ତାଙ୍କର ପ୍ରୟାସକୁ ଖାରଜ କରିଦେଇଛନ୍ତି। ଏହି ଅଧିକାର ଦୀର୍ଘ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ ଦୁଇଗୁଣାରୁ ଅଧିକ ରେକର୍ଡ କରିଥିବା ସୁନାର ଚମକ ଏବେ ଧୀରେ ଧୀରେ ଫିକା…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ ଜାରି ରହିଛି। ଏହି ଅନୁସନ୍ଧାନ ପ୍ରକ୍ରିୟାରେ ବର୍ତ୍ତମାନ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବାବେଳେ, ଅନ୍ୟପଟେ ହାରାହାରି ସମ୍ପତ୍ତି ମାମଲାରେ ରାଜ୍ୟ ସଭା ଏମ୍ପିମାନେ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା କରାଯାଇଥିଲା। ହିନ୍ଦୁମାନଙ୍କ ଅନ୍ୟତମ ଉପାସନା ପୀଠ ଭାବେ ଉତ୍ତର ଭାରତରେ ରାମ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live