ବୈଭବ ସୂର୍ଯ୍ୟବଂଶୀ ପହଞ୍ଚିବା ପୂର୍ବରୁ ଇଂଲଣ୍ଡରେ ପହଞ୍ଚି ସାରିଥିଲେ ତାଙ୍କ ବାପା, ବିଶ୍ୱର ପ୍ରମୁଖ ବ୍ୟବସାୟୀଙ୍କଠାରୁ ଶୁଣିଲେ ପୁଅର ପ୍ରଶଂସା

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟକୁ ଝଡ଼ରେ ପରିଣତ କରିଥିବା ବିହାରର ସମସ୍ତିପୁରର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଖବର ଶିରୋନାମାରେ ଅଛନ୍ତି। ଇଂଲଣ୍ଡ ଗସ୍ତ ପାଇଁ ଯିବା ପୂର୍ବରୁ ତାଙ୍କ ନାମ ଲଣ୍ଡନ ପର୍ଯ୍ୟନ୍ତ…

ନିଜ ବଡିଗାର୍ଡଙ୍କୁ ଧକ୍କା ଦେଲେ ରୋହିତ ଶର୍ମା: କାରଣ ଜାଣିଲେ ପ୍ରଶଂସକ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୨୩।୬: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ସାଧାରଣତଃ ତାଙ୍କର ମଜାଳିଆ ଏବଂ ଶାନ୍ତ ଆଚରଣ ପାଇଁ ଜଣାଶୁଣା। ପଡ଼ିଆ ଭିତରେ ହେଉ କିମ୍ବା ବାହାରେ, ତାଙ୍କର ଆକର୍ଷଣୀୟ ଭିଡିଓ ପ୍ରାୟତଃ ସୋସିଆଲ…

ହଠାତ୍‌ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ: ମୋଦି ସରକାରରେ ହୋଇପାରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଆନ ଇସ୍ତଫା ଦେଇଛନ୍ତି। ସେ ମୋଦି ସରକାରରେ ମତ୍ସ୍ୟପାଳନ ଏବଂ ସଂଖ୍ୟାଲଘୁ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜର୍ଜ କୁରିଆନଙ୍କ ଇସ୍ତଫା ଗ୍ରହଣ କରିଛନ୍ତି।…

ଶାହରୁଖଙ୍କୁ ନେଇ ପଙ୍କଜ କପୁର କଲେ ବଡ଼ ଖୁଲାସା: ଦର୍ଶକ ସ୍ତବ୍ଧ

ବଲିଉଡ୍‌ କିଙ୍ଗ କହିଲେ ଶାହରୁଖ ଖାନ୍‌ଙ୍କୁ ବୁଝାଏ। ଥିଏଟରରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର କାରଣ ପାଲଟିଛି। ସେ ଅନେକ ବ୍ଲକବଷ୍ଟର ଫିଲ୍ମ ଦେଇଛନ୍ତି। ଇଣ୍ଡଷ୍ଟ୍ରିର ସବୁଠାରୁ ବଡ଼…

ହର୍ମୁଜରେ ସ୍ଥାପନ ହେବ ହଟଲାଇନ; ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକାକୁ ଇରାନର ସ୍ପଷ୍ଟ ବାର୍ତ୍ତା

ତେହରାନ,୨୩।୬: ଯଦିଓ ଆମେରିକା ଏବଂ ଇରାନ ସ୍ବିଜରଲ୍ୟାଣ୍ଡରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସମୟରେ ଅନେକ ପ୍ରସଙ୍ଗରେ ଏକ ସହମତିରେ ପହଞ୍ଚିଥିଲେ, ତଥାପି ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ମତ ପ୍ରାୟତଃ ଅପରିବର୍ତ୍ତିତ ଦେଖାଯାଉଛି। ତେହରାନର…

ଜିତୁ ମୁଣ୍ଡାଙ୍କୁ ମିଳିଲା ନ୍ୟାୟ: ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ, ନବୀନଙ୍କ ହସ୍ତକ୍ଷେପ ପରେ…

ପାଟଣା,୨୩।୬(ବୀର କିଶୋର ଦାଶ): କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କେସ୍‌ରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ ହୋଇଛନ୍ତି। କେନ୍ଦୁଝର ଜିଲା ମଲ୍ଲୀପଶି ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରେ ଜଣେ ମୃତ…

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି। ୬ରୁ ୭ ପିଲା ଜୀବନ ବିକଳରେ ସେଠାରୁ ତଳକୁ ଡେଇଁ ପଡ଼ିଥିବା କୁହାଯାଉଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ ହୋଇଥିବା ଚୁକ୍ତିକୁ ପାଳନ କରିବାରେ ବିଫଳ ହୁଏ, ତେବେ ୱାଶିଂଟନ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା ଯୁଦ୍ଧକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ଚୂଡ଼ାନ୍ତ ଚୁକ୍ତିନାମାରେ ପହଞ୍ଚିବା ନିମନ୍ତେ ଏକ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି,…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର ୩ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି ହୋଇଥିବା ଆବେଦନକୁ ମଧ୍ୟ ବାଚସ୍ପତି…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି, ମୁଁ ନେଇଥିବା ପ୍ରତ୍ୟେକ ନିଷ୍ପତ୍ତି ମୁଁ ଯେଉଁ ଦେଶକୁ ବହୁତ ଭଲ ପାଏ…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ବାଛିବା ପର୍ଯ୍ୟନ୍ତ ସେ ଏହି ଭୂମିକାରେ କାର୍ଯ୍ୟ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ ୧୯(୧)(ଡି)ରେ ଦିଆଯାଇଥିବା ମୁକ୍ତ ଓ ସୁରକ୍ଷିତ ଭାବେ ଚଳପ୍ରଚଳ କରିବା ଏବଂ ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ପାକିସ୍ତାନ ଏବଂ କାତାର ଏହି ବିଷୟରେ ଏକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live