କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର ନିକଟରେ ଭୂସ୍ଖଳନ ହୋଇଥିବାରୁ ଘାଟି ରାସ୍ତାରେ…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର ସବୁବେଳେ ଚୌକା-ଛକା ଓ ବଡ଼ ରେକର୍ଡ…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିବା ବେଳେ ଅଭିଷେକ ପ୍ରଥମ ବଲ୍‌ରେ…

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି ଗୁରୁତର ବଳାତ୍କାର ଅଭିଯୋଗ ଆସିଛି। ଅଭିଯୋଗ…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର ନାୟକ। ସେ ମଚଲିପୁଟ ବିଦ୍ୟାଳୟରେ ଶିକ୍ଷକ…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ୨୫ ନଭେମ୍ବର…

ପାଖରେ ରଖନ୍ତୁ କ୍ୟାସ୍‌, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର ମଣ୍ଡଳ (FAIVM) ଏବଂ କନଫେଡେରେଶନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ (CAIT) ଭଳି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନାର…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିଛି। ଏହା ୨୩ ସେପ୍ଟେମ୍ବର ରାତି ୧୧ଟାରୁ ୨୪…

ଚଳନ୍ତା ବସ୍‌ରେ ହଠାତ୍‌ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ

ଗ୍ରେଟର ନୋଏଡା,୨୪।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଜେୱର ଥାନା ଅଞ୍ଚଳରେ ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଚଳନ୍ତା ବସ୍‌ରେ ହଠାତ୍‌ ନିଆଁ ଲାଗିଯିବାରୁ ହାହାକାର ସୃଷ୍ଟି ହୋଇଥିଲା। ବସ୍‌ରେ ପ୍ରାୟ ୪୦ରୁ ୫୦ ଜଣ ଯାତ୍ରୀ…

ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଜାରି ରହିଥିଲା। ଏହି ସମୟରେ…

ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ

ମୁମ୍ବାଇ ୨୪ା୯:୨୦୨୭ ଓସ୍କାର ଦୌଡ଼ରେ ଦ୍ୱିତୀୟ ଭାରତୀୟ ଚଳଚ୍ଚିତ୍ର ଭାବେ ସ୍ଥାନ ପାଇ ଇତିହାସ ରଚିଛି ନାଗାଲାଣ୍ଡର କୋନ୍ୟାକ ଭାଷାର ଫିଲ୍ମ ‘ଅଙ୍ଘ’। ଭାରତ ପକ୍ଷରୁ ମରାଠୀ ଫିଲ୍ମ ‘ଗୋନ୍ଧଲ’କୁ ଅଫିସିଆଲ ଏଣ୍ଟ୍ରି ମିଳିଥିବା ବେଳେ ‘ଅଙ୍ଘ’ ଏକ ସ୍ବତନ୍ତ୍ର ନିୟମ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହିତ ସମୁଦ୍ର ମଧ୍ୟ ଅଶାନ୍ତ ହେଉଛି । ଆସନ୍ତା ୩-୪…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ ଯୋଗୁ ଅତିରିକ୍ତ ଗରମ ବଢ଼ିବା ସହିତ ସାରା ବିଶ୍ୱରେ ୪ ଲକ୍ଷ ୫୧…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କ ଆପତ୍ତି ପରେ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ବ୍ରଜେଶ…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର ପରିମାଣ ବହୁତ ଅଧିକ ରହିବ । ଦୁଇ ଦିନ ହେଲା ବର୍ଷା ହେଉଛି,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live