୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ କରିଥିଲେ। ଯଦିଓ ମୀରାବାଇ ସ୍ବର୍ଣ୍ଣ ପଦକ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। କୋର୍ଟ ସାର୍ବଜନୀନ ରାସ୍ତାରେ ବାଣ…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ ପିଣ୍ଡିକି ନିକଟରେ ରାସ୍ତାକଡ଼ରେ ଥିବା ଏକ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ ଥିବା ନେଇ ସୁନିତା ବାରମ୍ବାର ଅଭିଯୋଗ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ରାସ୍ତା ଅବରୋଧ। ମୃତକ ରଜାମୁଣ୍ଡାର ଯୁଧିଷ୍ଠିର…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ ସୁଯୋଗ ପାଇବ। ୨୦୨୬ ବିଶ୍‌କପ୍‌ ଫୁଟ୍‌ବଲ ଫାଇନାଲ ଜୁଲାଇ ୧୯ରେ ଅନୁଷ୍ଠିତ ହୋଇଥିଲା।…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ଓଡ଼ିଶାର ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ଗୋପାଳପୁରଠାରୁ ପ୍ରାୟ ୧୮୦ କି.ମି. ଦକ୍ଷିଣ-ଦକ୍ଷିଣପୂର୍ବ, ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍‌ରୁ ୧୮୦ କି.ମି ପୂର୍ବ-ଦକ୍ଷିଣପୂର୍ବ,…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏହି ନୂତନ ନିଯୁକ୍ତି ଅନୁଯାୟୀ ସର୍ବଣା ବିବେକ ଏମ୍‌ଙ୍କୁ ଭୁବନେଶ୍ୱରର ନୂତନ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ତାରିଖ ରାତିରେ ଉପକୂଳ ଛୁଇଁବ ବୋଲି IMD ଡିଜ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ ନିଯୁକ୍ତିଦାତା ଦାୟୀ ରହିବେ ନାହିଁ। ଭାରତରେ ଗ୍ରାଚ୍ୟୁଇଟି ପ୍ରଦାନ ‘ପେମେଣ୍ଟ ଅଫ ଗ୍ରାଚ୍ୟୁଇଟି…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସ୍ୱର୍ଣ୍ଣ ପଦକ ଜିତିଛି । ଟସ୍…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଓ ଛୋଟ ବ୍ୟବସାୟୀମାନେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲେ। ନଗଦ…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ ନାମ ବାଦ୍‌ ଦିଆଯାଇଛି। ସୋମବାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରିବା ଅବସରରେ…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା ବିଭାଗର ସରକାରୀ ଅଧିକାରୀମାନଙ୍କୁ ଦେବାକୁ ପଡ଼ିବ। ବିଧାନସଭା ଘେରାଉ ପୂର୍ବରୁ ସରକାର ଯଦି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live