ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ ହୋଇଛି। ବିବାହ କରିବାକୁ ପ୍ରେମିକ ନିକଟରେ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରଟି ଜୁଲାଇ ୩ରେ ମୁକ୍ତିଲାଭ କରିବାର…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ ପଦ୍ମ ଧରିଛନ୍ତି। ତାଙ୍କ ସହିତ ବିଜେଡିର…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ସ୍ଥିର ନିୟମାବଳୀ କାର୍ଯ୍ୟକାରୀ ହେବ।…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସଂଗଠନର ନୂଆ…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ କଳାହାଣ୍ଡି ଜିଲାର ସମସ୍ତ ସରକାରୀ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ ଦେବାକୁ ପଡିବ ନାହିଁ ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରସ୍ତାବକୁ ମଞ୍ଜୁରୀ…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଙ୍ଗଳବାର ଦିନ ଅଧିକାରୀମାନେ ସୂଚନା…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି ସାମ୍ପ୍ରତିକ ବୃଦ୍ଧି ମୁଦ୍ରାସ୍ଫୀତି ଧାରାରେ ପରିବର୍ତ୍ତନକୁ ସୂଚିତ କରେ ଏବଂ ୧ ଜୁଲାଇ,…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି ଯୋଗାଇ ଦିଆଯିବ ବୋଲି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ କିଛି ପଛକୁ ଛାଡ଼ି ଯାଉନାହିଁ’। ଏଥିରୁ ବୁଝିବାକୁ ହେବ ଯେ, ଆପଣଙ୍କୁ ବ୍ୟବହାର…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି ଖାଦ୍ୟ ଏବଂ ପାନୀୟ କ୍ଷେତ୍ରର ରେଷ୍ଟୁରାଣ୍ଟ, ଢାବା, ହୋଟେଲ ଏବଂ ବ୍ୟବସାୟଗୁଡ଼ିକୁ ଲାଭ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ ରୋକ ଲଗାଇବା ପାଇଁ ତାଙ୍କର ପ୍ରୟାସକୁ ଖାରଜ କରିଦେଇଛନ୍ତି। ଏହି ଅଧିକାର ଦୀର୍ଘ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ ଦୁଇଗୁଣାରୁ ଅଧିକ ରେକର୍ଡ କରିଥିବା ସୁନାର ଚମକ ଏବେ ଧୀରେ ଧୀରେ ଫିକା…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ ଜାରି ରହିଛି। ଏହି ଅନୁସନ୍ଧାନ ପ୍ରକ୍ରିୟାରେ ବର୍ତ୍ତମାନ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବାବେଳେ, ଅନ୍ୟପଟେ ହାରାହାରି ସମ୍ପତ୍ତି ମାମଲାରେ ରାଜ୍ୟ ସଭା ଏମ୍ପିମାନେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live