ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର ଉତ୍ସ ତୁଳନାରେ ଭିଜିଲାନ୍ସ ୩୦୦ ପ୍ରତିଶତ…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ କେତେବେଳେ ବର୍ଷା ଛାଡି ଯାଉଛି ।ଲୋକେ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ ସୂଚନା ଅନୁସାରେ, ଏଥର IPL ଅକ୍ସନ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ କୂଳରେ ଏବେ ଦେଖିବାକୁ ମିଳିଛି ଅପରୂପ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା ହ୍ରଦର ଜଳସ୍ତର ବୃଦ୍ଧି ପାଇ ଅଖାପାଖ…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର ପରିମାଣ ବହୁତ ଅଧିକ ରହିବ । ଦୁଇ ଦିନ ହେଲା ବର୍ଷା ହେଉଛି,…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କରିଛି। ଦଳର ଜାତୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ପକ୍ଷରୁ ଜାରି…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ ସୁଯୋଗ ପାଇବ। ୨୦୨୬ ବିଶ୍‌କପ୍‌ ଫୁଟ୍‌ବଲ ଫାଇନାଲ ଜୁଲାଇ ୧୯ରେ ଅନୁଷ୍ଠିତ ହୋଇଥିଲା।…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ଓଡ଼ିଶାର ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ଗୋପାଳପୁରଠାରୁ ପ୍ରାୟ ୧୮୦ କି.ମି. ଦକ୍ଷିଣ-ଦକ୍ଷିଣପୂର୍ବ, ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍‌ରୁ ୧୮୦ କି.ମି ପୂର୍ବ-ଦକ୍ଷିଣପୂର୍ବ,…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏହି ନୂତନ ନିଯୁକ୍ତି ଅନୁଯାୟୀ ସର୍ବଣା ବିବେକ ଏମ୍‌ଙ୍କୁ ଭୁବନେଶ୍ୱରର ନୂତନ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ତାରିଖ ରାତିରେ ଉପକୂଳ ଛୁଇଁବ ବୋଲି IMD ଡିଜ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ ନିଯୁକ୍ତିଦାତା ଦାୟୀ ରହିବେ ନାହିଁ। ଭାରତରେ ଗ୍ରାଚ୍ୟୁଇଟି ପ୍ରଦାନ ‘ପେମେଣ୍ଟ ଅଫ ଗ୍ରାଚ୍ୟୁଇଟି…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସ୍ୱର୍ଣ୍ଣ ପଦକ ଜିତିଛି । ଟସ୍…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଓ ଛୋଟ ବ୍ୟବସାୟୀମାନେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲେ। ନଗଦ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୮ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live