ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ ମଧୁର ଜଳରେ ପରିଣତ କରିପାରିବ। ଏହି…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ କହିବାକୁ ଗଲେ ଏହାର ଅର୍ଥ ଶାଶ୍ୱତ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ ସୁବିଖ୍ୟାତ। ଭାରତୀୟ ସାହିତ୍ୟକୁ ନିଜର ଅବିସ୍ମରଣୀୟ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ ବୟସ ବଢ଼ିଯାଇଛି। କେବେ ପରୀକ୍ଷା ହେବ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଫ୍ରାନ୍ସ ୩-୦…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ ବୁଧବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାର…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ମିଳିଛି, ଚୌଦ୍ୱାର ଜେଲରୁ ୨ ଜଣ ଅପରାଧୀ ଫେରାର…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ ଦେବାକୁ ପଡିବ ନାହିଁ ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରସ୍ତାବକୁ ମଞ୍ଜୁରୀ…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଙ୍ଗଳବାର ଦିନ ଅଧିକାରୀମାନେ ସୂଚନା…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି ସାମ୍ପ୍ରତିକ ବୃଦ୍ଧି ମୁଦ୍ରାସ୍ଫୀତି ଧାରାରେ ପରିବର୍ତ୍ତନକୁ ସୂଚିତ କରେ ଏବଂ ୧ ଜୁଲାଇ,…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି ଯୋଗାଇ ଦିଆଯିବ ବୋଲି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ କିଛି ପଛକୁ ଛାଡ଼ି ଯାଉନାହିଁ’। ଏଥିରୁ ବୁଝିବାକୁ ହେବ ଯେ, ଆପଣଙ୍କୁ ବ୍ୟବହାର…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି ଖାଦ୍ୟ ଏବଂ ପାନୀୟ କ୍ଷେତ୍ରର ରେଷ୍ଟୁରାଣ୍ଟ, ଢାବା, ହୋଟେଲ ଏବଂ ବ୍ୟବସାୟଗୁଡ଼ିକୁ ଲାଭ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ ରୋକ ଲଗାଇବା ପାଇଁ ତାଙ୍କର ପ୍ରୟାସକୁ ଖାରଜ କରିଦେଇଛନ୍ତି। ଏହି ଅଧିକାର ଦୀର୍ଘ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ ଦୁଇଗୁଣାରୁ ଅଧିକ ରେକର୍ଡ କରିଥିବା ସୁନାର ଚମକ ଏବେ ଧୀରେ ଧୀରେ ଫିକା…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ ଜାରି ରହିଛି। ଏହି ଅନୁସନ୍ଧାନ ପ୍ରକ୍ରିୟାରେ ବର୍ତ୍ତମାନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live