କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ୬ ଜିଲାରେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର ଧୀରେଶ୍ୱର ବିଦ୍ୟାପୀଠର ଦଶମ ଶ୍ରେଣୀ ଛାତ୍ର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ ତୀବ୍ର ବାଦ-ବିବାଦ ଦେଖିବାକୁ ମିଳିଥିଲା। ସ୍ଥାନ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେବା ଯୋଗୁ ଲୋକେ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲା ପ୍ରଶାସନ…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା ହୋଇ ନ ଥିଲେ ବି, ନ୍ୟୁଜିଲ୍ୟାଣ୍ଡରେ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ। ଆମେରିକା ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଉଦବୋଧନ ଦେଇ ସେ କହିଥିଲେ ଯେ ଚାଇନା ଏବଂ…

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ୪୮ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି । CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ପାଖରେ ରଖନ୍ତୁ କ୍ୟାସ୍‌, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର ମଣ୍ଡଳ (FAIVM) ଏବଂ କନଫେଡେରେଶନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ (CAIT) ଭଳି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନାର…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିଛି। ଏହା ୨୩ ସେପ୍ଟେମ୍ବର ରାତି ୧୧ଟାରୁ ୨୪…

ଚଳନ୍ତା ବସ୍‌ରେ ହଠାତ୍‌ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ

ଗ୍ରେଟର ନୋଏଡା,୨୪।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଜେୱର ଥାନା ଅଞ୍ଚଳରେ ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଚଳନ୍ତା ବସ୍‌ରେ ହଠାତ୍‌ ନିଆଁ ଲାଗିଯିବାରୁ ହାହାକାର ସୃଷ୍ଟି ହୋଇଥିଲା। ବସ୍‌ରେ ପ୍ରାୟ ୪୦ରୁ ୫୦ ଜଣ ଯାତ୍ରୀ…

ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଜାରି ରହିଥିଲା। ଏହି ସମୟରେ…

ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ

ମୁମ୍ବାଇ ୨୪ା୯:୨୦୨୭ ଓସ୍କାର ଦୌଡ଼ରେ ଦ୍ୱିତୀୟ ଭାରତୀୟ ଚଳଚ୍ଚିତ୍ର ଭାବେ ସ୍ଥାନ ପାଇ ଇତିହାସ ରଚିଛି ନାଗାଲାଣ୍ଡର କୋନ୍ୟାକ ଭାଷାର ଫିଲ୍ମ ‘ଅଙ୍ଘ’। ଭାରତ ପକ୍ଷରୁ ମରାଠୀ ଫିଲ୍ମ ‘ଗୋନ୍ଧଲ’କୁ ଅଫିସିଆଲ ଏଣ୍ଟ୍ରି ମିଳିଥିବା ବେଳେ ‘ଅଙ୍ଘ’ ଏକ ସ୍ବତନ୍ତ୍ର ନିୟମ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହିତ ସମୁଦ୍ର ମଧ୍ୟ ଅଶାନ୍ତ ହେଉଛି । ଆସନ୍ତା ୩-୪…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ ଯୋଗୁ ଅତିରିକ୍ତ ଗରମ ବଢ଼ିବା ସହିତ ସାରା ବିଶ୍ୱରେ ୪ ଲକ୍ଷ ୫୧…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live