କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ କରିଥିବା ଆବେଦନ ପ୍ରତ୍ୟାହାର କରିଥିଲେ। ଏହା…

ଚିନିକୁ ନେଇ ସରକାର ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏଣିକି…

ନୂଆଦିଲ୍ଲୀ, ୨୧ା୮ (ପି.ଟି.):ପାର୍ବଣ ଋତୁ ପୂର୍ବରୁ ବଜାରରେ ଚିନି ଦର ବୃଦ୍ଧି ଓ ଯୋଗାଣ ହ୍ରାସକୁ ରୋକିବା ପାଇଁ କେନ୍ଦ୍ର ସରକାର ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବୃହତ୍‌ ଚିନି ଗ୍ରାହକମାନଙ୍କ ପାଇଁ ସରକାର…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ କରିଛନ୍ତି। ଏହି ଘଟଣାଗୁଡ଼ିକ ଆଫ୍ରିକାର ହର୍ଣ୍ଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଜୋର୍‌ଦାର ବିବାଦ ହୋଇଥିବା…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି ୧ ଲକ୍ଷ ୬୨ ହଜାର ଟଙ୍କା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲକୁ ନିଆଯାଇଥିଲା। ତେବେ ମାତ୍ର ପ୍ରାୟ ୬ ଘଣ୍ଟାର ମେଡିକାଲ ଯାଞ୍ଚ…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ ୨୧ ବର୍ଷୀୟ ପୁଅ ଲିଙ୍ଗାମନେନି ସଞ୍ଜୁଷ ଘଟାଇଛନ୍ତି। ସେ କାର୍‌ ଚଳାଉଥିବା ଜଣାପଡ଼ିଛି।…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା ଜେଲ୍‌ରୁ କଡ଼ା ସୁରକ୍ଷା ମଧ୍ୟରେ ହସ୍ପିଟାଲକୁ ନିଆଯାଇଥିଲା। ଇମ୍ରାନଙ୍କୁ ହସ୍ପିଟାଲକୁ ନେବା ପରେ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢିଛି। କାରଣ ଝାରପଡ଼ା ଜେଲରେ ଥିବା ଆବଶ୍ୟକୀ କ୍ଷମତାଠାରୁ ଅଧିକ ବିଚାରାଧୀନ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଜୁଲାଇ ୨୫ରେ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି ୨୦ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି । ନିଲାମୀ ମାଧ୍ୟମରେ ବିକ୍ରି ହୋଇଥିବା…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ ଭିତରେ ଥିବା ଟେକ୍ଟୋନିକ୍ ପ୍ଲେଟ୍‌ଗୁଡ଼ିକର କ୍ରମାଗତ ଚଳନ ଏବଂ ଭୂତଳ ଚାପ ଯୋଗୁଁ…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଓଲି ଅହମ୍ମଦଙ୍କୁ ୧୧ଟି ଦଳର ମେଣ୍ଟ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ ଚାଲୁଥିବା ସମସ୍ତ ବ୍ୟାଟେରୀ ଚାଳିତ, ମେଥାନଲ୍ ଏବଂ ଇଥାନଲ୍ ଇନ୍ଧନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୬ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୫ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୪ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଅଗଷ୍ଟ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୯ ଜୁଲାଇ, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live