ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା। ଏହି ଆସନରେ ବିଜେଡି ରାଜେନ୍ଦ୍ର ସାହୁଙ୍କୁ...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା ହାଇସ୍କୁଲ ପଡ଼ିଆରେ ର୍ନିଦ୍ଧାରିତ ସମୟର ୨...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି। ଏହାକୁ ନେଇ ଖୁସି ପ୍ରକାଶ କରି...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଟିକେଟ କଟିଥିବା...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା ନିର୍ଦୟତାର ମାମଲାରେ ଶୁଣାଣି କରି ଓଡ଼ିଶା...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି। ସେହିପରି ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଟିକେଟ୍‌ ମିଳିଥିବାବେଳେ ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁଙ୍କୁ ଟିକେଟ୍‌...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି। କିନ୍ତୁ ଅନୁଭବ ମହାନ୍ତିଙ୍କୁ ନିରାଶ କରିଛି ବୋଲି କୁହାଯାଉଛି। ବାରବାଟୀ-କଟକ ନଚେତ ସାଲେପୁରରୁ...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆଉ ୩ ଆସନ ବାକିଅଛି। ଏହି...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ,...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଯେଉଁଥିରେ ଅଭିନେତା ଅରିନ୍ଦମ ରାୟଙ୍କ ନାଁ ରହିଛି ।...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ ପ୍ରଚାର ଆରମ୍ଭ କରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି...

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ। ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ ସୁଦ୍ଧା ଦଳ ସମୀରଙ୍କୁ ଟିକେଟ ଦେବା ନେଇ ପୁନଃବିଚାର ନ କଲେ ବିଜେଡିରୁ...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ ନାସିମ ଖାନ ଦଳ ଉପରେ ପ୍ରବଳ ବର୍ଷିଛନ୍ତି। ସେ କଂଗ୍ରେସର ପ୍ରଚାର କମିଟିରୁ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୨ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୧ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୦ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୯ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ଏପ୍ରିଲ, ୨୦୨୪ )

View

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

Video News

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ