ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ ଛାତ୍ରାବାସ ଭିତରେ ପ୍ରାୟ ଦୁଇ ଫୁଟର…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି।…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ହେଲେ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ(ଏଫ୍‌ଏସ୍‌ଏସ୍‌ଏଆଇ) ବଜାରରେ ମିଳୁଥିବା ପନିରକୁ ନେଇ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା ଜିଲା ଖରିଆର ରୋଡ୍‌ ଅଞ୍ଚଳର ୨ଜଣ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ ଆସୁଥିବା ଦେଖି ଲୋକେ ଭୟଭୀତ ଅବସ୍ଥାରେ…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ ୱାଙ୍ଗଚୁକ ସରକାର ବିରୋଧରେ ନିଜ ମତ ରଖିବା କାରଣରୁ ତାଙ୍କୁ ଏନକାଉଣ୍ଟର କରାଯାଇପାରେ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ଏକଚାଟିଆ କାର୍ଯ୍ୟକୁ ଅନ୍ୟ ଦୁଇ ନିର୍ବାଚନ ଆୟୁକ୍ତ ସୁଖବୀର ସିଂହ ସାନ୍ଧୁ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ। ଆମେରିକା ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଉଦବୋଧନ ଦେଇ ସେ କହିଥିଲେ ଯେ ଚାଇନା ଏବଂ…

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ୪୮ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି । CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ପାଖରେ ରଖନ୍ତୁ କ୍ୟାସ୍‌, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର ମଣ୍ଡଳ (FAIVM) ଏବଂ କନଫେଡେରେଶନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ (CAIT) ଭଳି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନାର…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିଛି। ଏହା ୨୩ ସେପ୍ଟେମ୍ବର ରାତି ୧୧ଟାରୁ ୨୪…

ଚଳନ୍ତା ବସ୍‌ରେ ହଠାତ୍‌ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ

ଗ୍ରେଟର ନୋଏଡା,୨୪।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଜେୱର ଥାନା ଅଞ୍ଚଳରେ ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଚଳନ୍ତା ବସ୍‌ରେ ହଠାତ୍‌ ନିଆଁ ଲାଗିଯିବାରୁ ହାହାକାର ସୃଷ୍ଟି ହୋଇଥିଲା। ବସ୍‌ରେ ପ୍ରାୟ ୪୦ରୁ ୫୦ ଜଣ ଯାତ୍ରୀ…

ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଜାରି ରହିଥିଲା। ଏହି ସମୟରେ…

ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ

ମୁମ୍ବାଇ ୨୪ା୯:୨୦୨୭ ଓସ୍କାର ଦୌଡ଼ରେ ଦ୍ୱିତୀୟ ଭାରତୀୟ ଚଳଚ୍ଚିତ୍ର ଭାବେ ସ୍ଥାନ ପାଇ ଇତିହାସ ରଚିଛି ନାଗାଲାଣ୍ଡର କୋନ୍ୟାକ ଭାଷାର ଫିଲ୍ମ ‘ଅଙ୍ଘ’। ଭାରତ ପକ୍ଷରୁ ମରାଠୀ ଫିଲ୍ମ ‘ଗୋନ୍ଧଲ’କୁ ଅଫିସିଆଲ ଏଣ୍ଟ୍ରି ମିଳିଥିବା ବେଳେ ‘ଅଙ୍ଘ’ ଏକ ସ୍ବତନ୍ତ୍ର ନିୟମ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live