ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌। ସୂଚନାଯୋଗ୍ୟ, ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀସ୍ଥିତ କ୍ୱାର୍ଟର୍ସରେ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ ୨୦...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଜଗା ପୋଡିୟମ।...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର ଆସିବେ। ତାଙ୍କ ସହ ଦକ୍ଷିଣ ଭାରତୀୟ...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌। ଏଠାରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗୋଆ ହେଉଛି ଭାରତୀୟ ଜନତା...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା ପାଇଁ ଶନିବାର ତାଙ୍କ ନାଁ ସୁପାରିସ କରିଛି ପ୍ରଦେଶ କଂଗ୍ରେସ। ଏନେଇ ଏଆଇସିସିକୁ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି। ସେହିପରି ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଟିକେଟ୍‌ ମିଳିଥିବାବେଳେ ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁଙ୍କୁ ଟିକେଟ୍‌...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି। କିନ୍ତୁ ଅନୁଭବ ମହାନ୍ତିଙ୍କୁ ନିରାଶ କରିଛି ବୋଲି କୁହାଯାଉଛି। ବାରବାଟୀ-କଟକ ନଚେତ ସାଲେପୁରରୁ...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆଉ ୩ ଆସନ ବାକିଅଛି। ଏହି...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ,...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଯେଉଁଥିରେ ଅଭିନେତା ଅରିନ୍ଦମ ରାୟଙ୍କ ନାଁ ରହିଛି ।...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ ପ୍ରଚାର ଆରମ୍ଭ କରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି...

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ। ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୨ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୧ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୦ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୯ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ଏପ୍ରିଲ, ୨୦୨୪ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଫୁରସତ

ଅପରାଧ

Video News

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ