ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି ଉପରକୁ ଅଣ୍ଡା ଫିଙ୍ଗା ଯାଇଥିଲା। ଏହି…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା ମୁକାବିଲାରେ ଇରାନକୁ ୪୦-୩୪ରେ ପରାସ୍ତ କରି…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି। ଏଠାରେ ଥିବା ବ୍ଲକ ଶିକ୍ଷା ଅଧିକାରିଣୀ…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିରରେ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ ହେଲା ଘାଟି ରାସ୍ତା ବନ୍ଦ ରହିଛି।…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ ମହିଳାଙ୍କ ସହ ସମ୍ପର୍କ (ଏକ୍ସଟ୍ରା-ମାରିଟାଲ ଆଫେୟାର୍‌)…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ ଦେଖାଯାଏ। କେରଳ କ୍ୟାଡରର ୧୯୮୮ ବ୍ୟାଚ୍ର ପୂର୍ୱତନ ଆଇଏଏସ (IAS) ଅଧିକାରୀ ତଥା…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ ପରାସ୍ତ କରି ଚଳିତ ଏସିଆନ ଗେମ୍ସରେ ଦେଶ ପାଇଁ ତୃତୀୟ ସ୍ବର୍ଣ୍ଣ ହାସଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ସେ ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି। ଫଳରେ ଦେଶର ପ୍ରମୁଖ ଏବଂ ରଣନୀତିକ ଦୃଷ୍ଟିକୋଣରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବନ୍ଦରଗୁଡ଼ିକ ମଧ୍ୟରେ…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା ଜବାବ ଦେଇଛନ୍ତି। ସମ୍ମିଳନୀରେ ସମ୍ପୃକ୍ତ ଖବରଦାତାଜଣଙ୍କ ଭାରତ ବିରୋଧରେ ପାକିସ୍ତାନରେ ଆତଙ୍କବାଦ ପ୍ରଶ୍ରୟ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦ ଲକ୍ଷ ୩୩ ହଜାର ୯୫୯ ହିତାଧିକାରୀ ରହିଛନ୍ତି । ଏମାନେ ସମସ୍ତେ ଇନ୍ଦିରା…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଉଭୟଙ୍କ ନିଲମ୍ବନ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ଦାବି କରାଯାଇଛି। ରାଜ୍ୟ ବାଣିଜ୍ୟ ଓ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିଛି। CJP ସଂଯୋଜକ ଅଭିଜିତ ଦୀପକେ ଘୋଷଣା କରିଛନ୍ତି ଯେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ସୂଚନା ମିଳିଛି। ନବ…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ ଭେଟି ଦେଇଛନ୍ତି। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ ଇଭେଣ୍ଟରେ ଏହି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୨୦ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୬ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୫ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୪ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୩ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୨ ସେପ୍ଟେମ୍ବର, ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୯ ସେପ୍ଟେମ୍ବର, ୨୦୨୬)

View

Video News

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live