ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା ଉକ୍ତ ଜେଲରେ ରବିବାର ୨ ବିରୋଧୀ…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ ମଧ୍ୟ ରାଜ୍ୟରେ ଏକ ସ୍ୱତନ୍ତ୍ର ପରିଚୟ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବିନା ଅନୁମତିରେ ସେଗୁଡିକ ଚଲାଇ ଆସୁଥିବା…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି। ଏପରିକି କେତେକ ପୋଲ ଉପରେ ମଧ୍ୟ…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା ତାମ୍ପରା ହ୍ରଦ ଏବେ ବିପଦରେ। ହ୍ରଦର…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ ହାରି ଯାଇଛନ୍ତି। ୟୁରୋପୀୟ ମାନବାଧିକାର ଅଦାଲତ (ECHR) ରେ ଆବେଦନ ଉପରେ ତାଙ୍କର…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା ଇସ୍ତଫା ଦେଇଥିବାବେଳେ ସୋମବାର ଟ୍ରଷ୍ଟ ଏହାକୁ ଗ୍ରହଣ କରିଛି। କ୍ରିଷ୍ଣ ମୋହନଙ୍କୁ ମନ୍ଦିର…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ ବିଶ୍ୱକପ୍‌ ବିଜୟୀ ଉଇକେଟକିପର-ବ୍ୟାଟର ସଞ୍ଜୁ ସାମସନଙ୍କୁ ଏଥିରୁ ବାଦ୍‌ ଦେଇଥିବା ବେଳେ ଦଳରେ…

ଅଗ୍ନିବୀରଙ୍କ ପାଇଁ ଖୁସିଖବର: ସେନାରେ ବଢ଼ିବ ସ୍ଥାୟୀ କୋଟା!

ନୂଆଦିଲ୍ଲୀ,୬।୭: ‘ଅଗ୍ନିବୀର’ ଯୋଜନା ଦେଶର ସବୁଠାରୁ ଚର୍ଚ୍ଚିତ ସାମରିକ ପଦକ୍ଷେପ ମଧ୍ୟରୁ ଗୋଟିଏ। କିନ୍ତୁ ଏହା ଦେଶରେ ବହୁତ ବିରୋଧର ସମ୍ମୁଖୀନ ହୋଇଥିଲା। ଏହି ଯୋଜନା ଅଧୀନରେ ସୈନିକମାନଙ୍କୁ କେବଳ ଚାରି ବର୍ଷ ପାଇଁ ନିଯୁକ୍ତି ଦିଆଯାଇଥିଲା। କିନ୍ତୁ ଅଗ୍ନିବୀର’ମାନେ ଖୁବ…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି ଅନେକ ଅର୍ଥନୈତିକ କାର୍ଯ୍ୟର ପରିସର ବୃଦ୍ଧି କରିବା ପାଇଁ ସୁବିଧା କରାଯାଇଛି। ସେହିଭଳି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବାବେଳେ କେତେକ ସ୍ଥାନରେ ଜୀବନ ହାନିର ସୂଚନା ମିଳିଛି।…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭ ଉଇକେଟରେ  ଇଂଲଣ୍ଡକୁ ପରାସ୍ତ କରିଛି। ଏହା ଅଷ୍ଟ୍ରେଲିଆର ସପ୍ତମ ଟି୨୦ ବିଶ୍ୱକପ୍‌ ଟ୍ରଫି।…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ ଗୋଟିଏ ଆକ୍ରମଣରେ ନିପାତ କରିପାରିଥାନ୍ତେ । ଇରାନରେ ଦିବଂଗତ ସର୍ବୋଚ୍ଚ ନେତା ଅଲୀ…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛି। ଉଲ୍ଲେଖନୀୟ ଯେ ବାଙ୍କିପୁରରେ ଉପନିର୍ବାଚନ ଜୁଲାଇ ୩୦ରେ ହେବାକୁ…

ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର ଅନୁସାରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ମେଟାକୁ ଏକ ନୋଟିସ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୪ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧ ଜୁଲାଇ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୪ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୩ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୧ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୭ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୬ ଜୁନ୍, ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live